Posted inଫୁରସତ

ହାତରୁ iPhone ଛଡ଼ାଇ ନେଇ କାନ୍ଥରେ ବସିଲା ମାଙ୍କଡ଼, ଫେରାଇବା ଲାଗି କଲା ଏଭଳି ଦାବି; ଭିଡିଓ ଦେଖିଲେ …

ବୃନ୍ଦାବନ ଭଗବାନଙ୍କ ଭକ୍ତି ଲାଗି ଯେତିକି ଖ୍ୟାତ, ସେତିକି ଏଠାକାର ମାଙ୍କଡ଼ମାନଙ୍କ ପାଇଁ ମଧ୍ୟ। କାରଣ ସେମାନେ କେତେବେଳେ ହାତରୁ କ’ଣ ଛଡ଼ାଇ ନେବେ କୁହାଯାଇପାରିବ ନାହିଁ। ଏହାର ଅନେକ ଭିଡିଓ ଭାଇରାଲ ହୁଏ ଯେଉଁଥିରେ ମାଙ୍କଡ ହାତରୁ ମୋବାଇଲ ଏବଂ ପ୍ରସାଦ ଛଡ଼ାଇ ନେଉଥିବା ଦେଖାଯାଏ। ପରେ ଫ୍ରୁଟି ନଚେତ ଲଡ଼ୁ ଦେଲେ ସାମଗ୍ରୀ ଫେରାଇଥାନ୍ତି। ଏଭଳି ଏକ ଘଟଣାକ୍ରମରେ ଏକ ମାଙ୍କଡ଼ ଜଣେ ଲୋକଙ୍କ ହାତରୁ iPhone ଛଡ଼ାଇ ନେଇଥିବା ଦେଖାଯାଇଛି। ପରେ ତାକୁ ଫ୍ରୁଟି ଦେବା ପରେ ମୋବାଇଲକୁ ମାଙ୍କଡ଼ ଦେଉଛି। ଏହି ଦୃଶ୍ୟକୁ ଯେକେହି ଦେଖିବ ହସିହସି ଗଡ଼ୁଛି।

ଆପଣ ବି ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ଧରାପଡ଼ିଲେ ଭାରତର ମୋଷ୍ଟ ୱାଣ୍ଟେଡ ଡ୍ରଗ୍ସ ମାଫିଆ! ଖୁବଶୀଘ୍ର ଆସିବେ ଭାରତ

ନୂଆଦିଲ୍ଲୀ,୨୪।୩: ଭାରତର ଡ୍ରଗ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ‘ଜାଜ’କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକର ନିର୍ଦ୍ଦେଶରେ ଇଣ୍ଟରପୋଲ ସହାୟତାରେ ଏହି ଅପରେଶନ…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଇସ୍ରାଏଲ ଉପରେ ମିଶାଇଲ୍ ଆଟାକ୍ କଲା ଇରାନ, ତେହରାନ୍‌ ଆମେରିକା ସହ ଆଲୋଚନା ପାଇଁ ମନାକରିବାରୁ ପୁଣି ବଢ଼ିଲା ତେଲ ଦର

ତେହରାନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଆଲୋଚନା ଆରମ୍ଭ କରିବା ପାଇଁ ପ୍ରୟାସ ତୀବ୍ର ହୋଇଛି । ତଥାପି, ପରିସ୍ଥିତି ସ୍ୱାଭାବିକ…

ଇରାନ-ଆମେରିକା ଯୁଦ୍ଧରେ ପାକିସ୍ତାନର ମଧ୍ୟସ୍ଥତାକୁ ନେଇ ଖପ୍ପା ହେଲାଣି କଂଗ୍ରେସ

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଏଡାଇବା ପାଇଁ ଇରାନ ଏବଂ ଆମେରିକା ଆଲୋଚନାରେ ସାମିଲ ହେବାକୁ ରାଜି ହୋଇଛନ୍ତି। ଆମେରିକାର ରାଷ୍ଟ୍ରପତି ଦାବି କରିଛନ୍ତି ଯେ ତିନୋଟି ଦେଶ ଏହି…

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

ଦୂର ହେବ ଚିନ୍ତା! LPG-Petrol ନେଇ ଭାରତ ଆସୁଛି ଆଉ ୩ ଜାହାଜ, ପାର କଲା Strait of Hormuz

ନୂଆଦିଲ୍ଲୀ,୨୪।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ସଂଘର୍ଷ ଏବଂ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଯୋଗୁ ଦେଖାଦେଇଥିବା ରୋଷେଇ ଗ୍ୟାସର ଅଭାବ ପାଇଁ ଏବେ ଆଶ୍ୱସ୍ତି ଆଶା…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

ଯୁଦ୍ଧରେ ରୁଷିଆର ଏଣ୍ଟ୍ରିକୁ ନେଇ ଏମିତି କହିଲା ୟୁକ୍ରେନ, ସଭିଏଁ ଚକିତ!

କ୍ୱିଭ,୨।୪୩: ପଶ୍ଚିମ ଏସିଆରେ କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ଏକ ପ୍ରମୁଖ ଦାବି କରିଛନ୍ତି। ମଙ୍ଗଳବାର, ଜେଲେନ୍ସକି କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri