୧୯ ଦେଶରେ ୧୩୧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ଜେନେଭା,୨୫।୫: ଚିନ୍ତା ବଢାଉଛି ମଙ୍କିପକ୍ସ ଭୂତାଣୁ। ଏବେ ୧୯ ଦେଶରେ ମୋଟ ୧୩୧ ମାମଲା ଚିହ୍ନଟ ହୋଇଛି। ଏ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଆଉ ୧୦୬ରୁ ଅଧିକ ଲୋକ ସଂକ୍ରମିତ ଥିବା ସନ୍ଦେହ କରାଯାଉଛି। ମଙ୍କିପକ୍ସ ଅସ୍ବାଭାବିକ ଭାବେ ବ୍ୟାପୁଥିଲେ ବି ଏହାକୁ ନିୟନ୍ତ୍ରଣ କରାଯାଇ ପାରିବ ବୋଲି ଡବ୍ଲ୍ୟୁଏଚଓ କହିଛି। ତେବେ ସଂକ୍ରମଣର ମୁକାବିଲା ପାଇଁ ପରବର୍ତ୍ତୀ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ।
କେନ୍ଦ୍ରୀୟ ୟୁରୋପୀୟ ଦେଶ ସ୍ଲୋଭେନିଆ ପ୍ରଥମ ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଛି। ସେହିପରି ସ୍ପେନର କ୍ୟାନାରି ଦ୍ୱୀପରୁ ଫେରିଥିବା ଜଣେ ବ୍ୟକ୍ତି ମଙ୍କିପକ୍ସ ଭୂତାଣୁରେ ସଂକ୍ରମିତ ହୋଇଛନ୍ତି । ହେଲେ ସେ ସାମାନ୍ୟ ସଂକ୍ରମିତ ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍‌ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍‌ସନ୍‌କୁ…

ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।…

ଶ୍ରାଦ୍ଧକାର୍ଯ୍ୟକୁ ଯିବାବେଳେ ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଅନ୍ୟ…

ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ! ୨୨ ଦିନ ଏହି ୪ ରାଶି ପାଇଁ ଖୋଲିବ ଭାଗ୍ୟର ଦ୍ୱାର

ପଞ୍ଚାଙ୍ଗ ଅନୁସାରେ, ସାହସ ଓ ପରାକ୍ରମର କାରକ ଗ୍ରହ ମଙ୍ଗଳ ୨ ସେପ୍ଟେମ୍ବର ୨୦୨୬, ବୁଧବାର ଦିନ ଆର୍ଦ୍ରା ନକ୍ଷତ୍ରରୁ ପୁନର୍ବସୁ ନକ୍ଷତ୍ରରେ ପ୍ରବେଶ କରିଛନ୍ତି ।…

୩ ଦିନ ବିତିଗଲାଣି, ମିଳୁନି ରବୀନ୍ଦ୍ରଙ୍କ ପତ୍ତା: କଲେଜ ଯାଉଛି କହି…

ଭଞ୍ଜନଗର,୩।୯(ବାବୁଲା ପ୍ରଧାନ): ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରେ ପାଠ ପଢ଼ିଲେ। ସକାଳୁ କଲେଜ ଯାଉଛି କହି ମୋବାଇଲ ଫୋନ ଘରେ ଛାଡ଼ି ଘରୁ ବାହାରିଥିଲେ। ଏହାପରେ ଛାତ୍ର…

ଜଙ୍ଗଲରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ

ଗୁଣପୁର,୩ା୯(ସୁଜାତା ପାଢ଼ୀ): ଜଙ୍ଗଲରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ଗୁଣପୁର ବ୍ଲକ୍ ଗଠଳପଦର ପଞ୍ଚାୟତ କାକିତାରା…

ବଡ଼ ନିଷ୍ପତ୍ତି ନେଲେ ସରକାର; ଅଫିସ୍‌ରେ ବଦଳିବ ମେନ୍ୟୁ! ହଟିବ ଜଙ୍କ ଫୁଡ୍‌

ମୁମ୍ବାଇ,୩ା୯: ଆଧୁନିକ ଜୀବନଶୈଳୀରେ ଜଙ୍କ ଫୁଡ୍‌ର ବଢ଼ୁଥିବା ଚାହିଦା ମଧ୍ୟରେ ମହାରାଷ୍ଟ୍ର ସରକାର ଏବେ ଏହାକୁ ନେଇ କଡ଼ା ପଦକ୍ଷେପ ନେଇଛନ୍ତି । ସରକାରୀ କାର୍ଯ୍ୟାଳୟର କ୍ୟାଣ୍ଟିନ୍‌ରେ…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri