Posted inଜାତୀୟ

ରାଜଧାନୀରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ: ଦେଶରେ ସଂଖ୍ୟା ୧୩କୁ ବୃଦ୍ଧି

ନୂଆଦିଲ୍ଲୀ,୧୬।୯: ରାଜଧାନୀ ଦିଲ୍ଲୀରେ କରୋନା ପରେ ଏବେ ମଙ୍କିପକ୍ସ ଭାଇରସ୍‌ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟରେ ମଙ୍କିପକ୍ସ ଏବେ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଶୁକ୍ରବାର ରାଜଧାନୀ ଦିଲ୍ଲୀରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତ ଚିହ୍ନଟ ହେବା ପରେ ସ୍ବାସ୍ଥ୍ୟ ବିଭାଗର ଚିନ୍ତାର ବିଷୟ ପାଲଟିଛି। ସୂଚନା ମୁତାବକ, ରାଜଧାନୀରେ ରହୁଥିବା ନାଇଜେରିଆର ଜଣେ ମହିଳା ସଂକ୍ରମିତ ହୋଇଛନ୍ତି। ବର୍ତ୍ତମାନ ତାଙ୍କୁ ଦିଲ୍ଲୀର ଏଲ୍‌ଏନ୍‌ଜେପି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହାକୁ ମିଶାଇ ଭାରତରେ ଏପର୍ଯ୍ୟନ୍ତ ୧୩ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧି ଦଳ ୨୦୨୪ ନୁହେଁ ୨୦୨୯ ପାଇଁ ପ୍ରସ୍ତୁତ ହେବା ଆବଶ୍ୟକ, ଜାଭଡେକରଙ୍କ ପରାମର୍ଶ …

ମୁମ୍ବାଇ, ୩୦।୮ : ବରିଷ୍ଠ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି ଯେ ବିରୋଧୀଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିତ୍ୱ...

ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ଗଠନ ହେବ: ସଞ୍ଜୟ ରାଉତ

ମୁମ୍ବାଇ,୧୩।୧୧: ମହାରାଷ୍ଟ୍ରରେ ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ଗଠନ ହେବ। ଏନେଇ ଆଲୋଚନା ଜାରି ରହିଛି ବୋଲି ଶିବସେନା ପ୍ରବକ୍ତା ସଞ୍ଜୟ ରାଉତ ହସ୍ପିଟାଲରୁ ବାହାରିବା ପରେ...

ମରାଠା କୋଟା ଆଇନ : ଜରୁରୀ ଶୁଣାଣି ଆବେଦନରବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ମରାଠା ସମ୍ପ୍ରଦାୟକୁ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ସଂରକ୍ଷଣ ସୁବିଧା ଦେଇଥିବା ମହାରାଷ୍ଟ୍ର ଆଇନର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା ବେଳେ ମାମଲାର ଜରୁରୀ...

ସୁପ୍ରିମକୋର୍ଟ ବିଚାରପତି ଶାନ୍ତାଗୌଡରଙ୍କ ପରଲୋକ

ନୂଆଦିଲ୍ଲୀ, ୨୬ା୪: ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ମୋହନ ଏମ୍‌ ଶାନ୍ତାଗୌଡରଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ତାଙ୍କୁ ୬୨ ବର୍ଷ ହୋଇଥିଲା। ଫୁସ୍‌ଫୁସ୍‌ରେ ସଂକ୍ରମଣ...

ତବଲିଗ୍‌ ଜମାତ୍‌ର ପ୍ରଭାବ: ୧୨ ଘଣ୍ଟାରେ ଆନ୍ଧ୍ରପ୍ରଦେଶରେ ୧୭ କରୋନା ସଂକ୍ରମିତ ଚିହ୍ନଟ

ବିଶାଖାପଟ୍ଟନମ୍‌,୩୧।୩: ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ୍‌ର ପ୍ରଭାବ ଏବେ ଆନ୍ଧ୍ରପ୍ରଦେଶରେ ଦେଖିବାକୁ ମିଳିଛି। ଗତ ୧୨ ଘଣ୍ଟା ମଧ୍ୟରେ ଏଠାରେ ୧୭ ଜଣ କରୋନା...

ସ୍ଥିତି ସମୀକ୍ଷା ପାଇଁ ବିଧାୟକ-ଏମ୍‌ପିଙ୍କୁ ପଠାଇଲେ ଷ୍ଟାଲିନ

ଚେନ୍ନାଇ,୩।୩: ୟୁକ୍ରେନ୍‌ରେ ଫସି ରହିଥିବା ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଉଦ୍ଧାର ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅପରେଶନ୍‌ ଗଙ୍ଗା ଜାରି ରହିଛି। ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍‌କେ ଷ୍ଟାନିଲ...

କୋଭିଡ-୧୯ରୁ ରକ୍ଷା ପାଇବାକୁ ଚାଇନା ଦେବ ପରାମର୍ଶ: ଭାଗନେବ ଭାରତ

ନୂଆଦିଲ୍ଲୀ,୨୦।୩: କରେନା ଭାଇରସ ବା କୋଭିଡ-୧୯ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ଭୂତାଣୁର ସଠିକ୍‌ ଚିକିତ୍ସା ପଦ୍ଧତି ନ ଥିବାରୁ...

ଗାର୍ଗି କଲେଜ ଘଟଣାକୁ ନିନ୍ଦା କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୦।୨: ଆମ ଆଦମୀ ପାଟି(ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଟୁଇଟ୍‌ କରି ଗାର୍ଗି କଲେଜରେ ଛାତ୍ରୀଙ୍କୁ କରାଯାଇଥିବା ଦୁର୍ବବ୍ୟହାର ଘଟଣାର...

Advertisement
Archives

Model This Week