Posted inଜାତୀୟ

ମଙ୍କିପକ୍ସ ଆତଙ୍କ: ଟିକା ପ୍ରସ୍ତୁତ ପାଇଁ ଟେଣ୍ଡର ଡାକିଲେ ସରକାର

ନୂଆଦିଲ୍ଲୀ,୨୭।୭: ସାରା ବିଶ୍ୱରେ ମଙ୍କିପକ୍ସର ବିପଦ ମଧ୍ୟରେ କେନ୍ଦ୍ର ସରକାର ବୁଧବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ମଙ୍କିପକ୍ସ ବିରୋଧରେ ଟିକା ବିକଶିତ କରିବା ପାଇଁ ସରକାର ଏକ୍ସପ୍ରେସନ ଅଫ ଇଣ୍ଟରେଷ୍ଟ(ଇଓଆଇ) ବା ଟେଣ୍ଡର ଡାକିଛନ୍ତି। ମଙ୍କିପକ୍ସ ବିରୋଧରେ ଟିକା ତିଆରି କରିବା ଓ ଏହାର ଯାଞ୍ଚ କରିପାରୁ ଥିବା କିଟ୍‌ ବିକଶିତ କରିବା ପାଇଁ ଏହି ଟେଣ୍ଡର ଡକାଯାଇଛି। ଏହାର ଅର୍ଥ ଘରୋଇ କମ୍ପାନୀ ଓ ସରକାର ମିଳିତ ଭାବେ ମଙ୍କିପକ୍ସ ପାଇଁ ଟିକା ଓ କିଟ ଉପରେ ଗବେଷଣା କରିବେ। ଟେଣ୍ଡର ନେବାକୁ ଆଗ୍ରହୀ ଥିବା କମ୍ପାନୀ ୧୦ ଅଗଷ୍ଟ ସୁଦ୍ଧା ଇଆଇଓ ଜମା କରିପାରିବେ। ୨୦୧୯ରୁ ମଙ୍କିପକ୍ସ ପାଇଁ ଟିକାର ବିକଶିତ କରାଯାଇଛି। ହେଲେ ଏହାର ସୀମିତ ବ୍ୟବହାର କରାଯାଉଛି।
ସୂଚନାଯୋଗ୍ୟ, ଏପର୍ଯ୍ୟନ୍ତ ଦେଶରେ ମଙ୍କିପକ୍ସର ଚାରିଟି ମାମଲା ରହିଛି। ଏଥିମଧ୍ୟରୁ ୩ଟି ମାମଲା କେରଳକୁ ଆସିଛି ଏବଂ ଗୋଟିଏ ମାମଲା ଦିଲ୍ଲୀରେ ନିଶ୍ଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri