ପୃଥିବୀରେ ମଙ୍କିପକ୍ସ ମାମଲା ୭୦ ହଜାର ଟପିଲା, ସତର୍କ ସୂଚନା ଜାରି କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ଜେନେଭା,୧୩।୧୦ : ସମଗ୍ର ବିଶ୍ୱରେ ମଙ୍କିପକ୍ସ ମାମଲା ରେ ବହୁତ ବୃଦ୍ଧି ଘଟିଛି । ବିଶ୍ୱ ସୱାସ୍ଥ୍ୟ ସଂଗଠନ ଅନୁଯାୟୀ, ବିଶ୍ୱରେ ମଙ୍କିପକ୍ସ ସହ ଜଡିତ ମାମଲା ସଂଖ୍ୟା ୭୦ ହଜାର ଅତିକ୍ରମ କରିଛି। ଏହା ସହିତ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଚେତାବନୀ ଦେଇଛି ଯେ ଆଗାମୀ ସମୟରେ ଏହି ଭୂତାଣୁ ଯୋଗୁଁ ସମଗ୍ର ବିଶ୍ୱକୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ। ତେଣୁ ଲୋକମାନେ ସତର୍କତା ଅବଲମ୍ବନ କରିବା ଉଚିତ।

ସଂଗଠନ କହିଛି ଯେ ଗତ ସପ୍ତାହରେ ମଙ୍କିପକ୍ସ ମାମଲାରେ ବୃଦ୍ଧି ଘଟିଥିବା ଦେଶଗୁଡିକ ଆମେରିକୀୟ ମହାଦ୍ୱୀପର କିଛି ଦେଶ ଅନ୍ତର୍ଭୁକ୍ତ ଅଛନ୍ତି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ମୁଖ୍ୟ ଟେଡ୍ରୋସ ଆଧୋନୋମ ଘେବ୍ରେଏୟସସ ଏକ ଚେତାବନୀ ଦେଇ କହିଛନ୍ତି ଯେ ଯଦିଓ ବିଶ୍ୱରେ ମଙ୍କିପକ୍ସ ମାମଲାରେ ବିଗତ ଦିନରେ ହ୍ରାସ ଘଟିଛି ତେବେ ଏହା ଏହି ମହାମାରୀର ସବୁଠାରୁ ବିପଦପୂର୍ଣ୍ଣ ସମୟ ହୋଇପାରେ।

ସେ କହିଛନ୍ତି ଯେ ଏହି ସମୟରେ ବିଶ୍ୱରେ ମାମଲା ହ୍ରାସ ପାଉଥିବାବେଳେ ୨୧ ଟି ଦେଶରେ ଗତ ଏକ ସପ୍ତାହରେ ମାମଲା ବୃଦ୍ଧି ପାଇଛି। ବିଶେଷକରି ଆମେରିକୀୟ ମହାଦ୍ୱୀପରେ ଅବସ୍ଥିତ ଦେଶମାନଙ୍କରେ ଏଭଳି ସ୍ଥିତ ଦେଖିବାକୁ ମିଳିଛି। ଏଠାରେ ବିଶ୍ୱର ମୋଟ ମାମଲାର ୯୦ ପ୍ରତିଶତ ଆକ୍ରାନ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri