କରୋନା ପରେ ଏବେ ଚାଇନାରେ ବୃଦ୍ଧି ପାଉଛି ମଙ୍କିପକ୍ସ ସଂକ୍ରମଣ

ବେଜିଂ,୪।୮: ତିନି ବର୍ଷରୁ ଅଧିକ ସମୟ ଧରି ସର୍ବଭାରତୀୟ ସ୍ତରରେ ଚାଲିଆସୁଥିବା କରୋନା ମହାମାରୀର ପ୍ରକୋପ ଏ ପର୍ଯ୍ୟନ୍ତ ବନ୍ଦ ହୋଇନାହିଁ। ରିପୋର୍ଟରେ କୁହାଯାଇଛି ଯେ, କରୋନାର ଭାରିଏଣ୍ଟରେ ଏବେ ବି ମ୍ୟୁଟେଶନ ମଧ୍ୟ ଜାରି ରହିଛି, ଯେଉଁ କାରଣରୁ ନୂତନ ଷ୍ଟ୍ରେନ ଆସିବାର ବିପଦ ରହିଛି। ସଂକ୍ରମଣର ଗତି ନିୟନ୍ତ୍ରଣରେ ଥିଲେ ମଧ୍ୟ ଏହାକୁ ହାଲୁକା ଭାବେ ଗ୍ରହଣ କରିବା ଉଚିତ୍‌ ନୁହେଁ।

ଏହି ସମୟରେ ଗଣମାଧ୍ୟମର ରିପୋର୍ଟରେ ଚାଇନାରେ ଏକ ନୂତନ ସଂକ୍ରମଣର ବୃଦ୍ଧି ବିଷୟରେ ଚେତାବନୀ ଦେଇଛି। ରିପୋର୍ଟ ଅନୁଯାୟୀ, ଆଜିକାଲି ଚାଇନାରେ ମଙ୍କିପକ୍ସ ସଂକ୍ରମଣ ବୃଦ୍ଧି ପାଉଛି।

ମିଡିଆ ରିପୋର୍ଟ ଅନୁଯାୟୀ, ଆମେରିକା ଏବଂ ୟୁରୋପରେ ମଙ୍କିପକ୍ସ ମାମଲା ହ୍ରାସ ପାଉଥିବାବେଳେ ଚାଇନାରେ ଏହି ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ତଥ୍ୟ ଅନୁଯାୟୀ, ଜୁଲାଇ ୨୧ଶେଷ ସପ୍ତାହ ସୁଦ୍ଧା ଚାଇନାରେ ୧୧୭ଟି ମାମଲା ନିଶ୍ଚିତ ହୋଇଛି। ଏଥିସହ ମେ’ ୫ରୁ ଜୁଲାଇ ୨୧ ଶେଷ ସପ୍ତାହ ମଧ୍ୟରେ ୩୧୫ଟି ମାମଲା ସାମ୍ନାକୁ ଆସିଛି।

ଡବ୍ଲୁଏଚ୍‌ଓ ତଥ୍ୟ ଦର୍ଶାଉଛି ଯେ, ୨୦୨୨ରେ କେବଳ ୬ଟି ମାମଲା ନିଶ୍ଚିତ ହୋଇଥିବାବେଳେ ଏଥର ମାତ୍ର ଦୁଇ ମାସ ମଧ୍ୟରେ ୩୦୦ରୁ ଅଧିକ ଲୋକଙ୍କଠାରେ ଏହି ସଂକ୍ରମଣ ନିଶ୍ଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?