ମଙ୍କିପକ୍ସ ସଂକ୍ରମିତଙ୍କ ସମ୍ପର୍କରେ ଆସି କୁୁକୁର ସଂକ୍ରମିତ!

ପ୍ୟାରିସ,୧୮ ।୮: ସାରା ବିଶ୍ୱରେ ମଙ୍କିପକ୍ସ ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି । ଇତିମଧ୍ୟରେ ମଙ୍କିପକ୍ସକୁ ନେଇ ଏକ ଆଶ୍ଚର୍ଯ୍ୟ କଲାଭଳି ଖବର ସାମ୍ନାକୁ ଆସିଛି । ଫ୍ରାନ୍ସର ପ୍ୟାରିସରେ ମଣିଷଠାରୁ ଏକ କୁକୁରକୁ ମଙ୍କିପକ୍ସ ସଂକ୍ରମଣ ହୋଇଛି । ଏହା ବିଶ୍ୱର ସବୁଠାରୁ ଦୁର୍ଲଭ ସଂକ୍ରମଣ ବୋଲି କୁହାଯାଉଛି ।
ଏସମ୍ପର୍କରେ ମେଡିକାଲ ରିସର୍ଚ ଜର୍ନାଲ ଲ୍ୟାଂସେଟରେ ରିପୋର୍ଟ ପ୍ରକାଶ ପାଇଛି । ବିଶେଷଜ୍ଞମାନେ କହିଛନ୍ତି, ଯଦି ମଙ୍କିପକ୍ସ ଭିନ୍ନ ଜୀବଙ୍କୁ ସଂକ୍ରମିତ କରୁଛି ତେବେ ଏହା ବିକଶିତ ହୋଇ ଭିନ୍ନ ପ୍ରକାରର ମ୍ୟୁଟେଟ ହେବାର ସମ୍ଭାବନା ରହିଛି । ଏବେ ଏହାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଆଲର୍ଟ ଜାରି କରିଛି । ତେବେ ମଙ୍କିପକ୍ସ ସଂକ୍ରମିତ ଲୋକେ କୁକୁର ସଂସ୍ପର୍ଶରେ ନ ଆସିବାକୁ ଡବ୍ଲୁଏଚଓ ପରାମର୍ଶ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri