Posted inଜାତୀୟ

ନେଗେଟିଭ୍‌ ଆସିବା ପରେ ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ‘ମଙ୍କିପକ୍ସ’ଆକ୍ରାନ୍ତ

ନୂଆଦିଲ୍ଲୀ,୨୮।୭: ଦିଲ୍ଲୀର ଲୋକ ନାୟକ ଜୟ ପ୍ରକାଶ(ଏଲ୍‌ଏନ୍‌ଜେପି) ହସ୍ପିଟାଲରେ ଭର୍ତ୍ତି ହୋଇଥିବା ‘ମଙ୍କିପକ୍ସ’ଆକ୍ରାନ୍ତଙ୍କ ରିର୍ପୋଟ ଗୁରୁବାର ନେଗେଟିଭ୍‌ ଆସିଛି। ନେଗେଟିଭ୍‌ ରିପୋର୍ଟ ଆସିବା ପରେ ଯୁବକଙ୍କୁ ଡିସ୍‌ଚାର୍ଜ କରାଯାଇଛି। ଏନେଇ ଏଲ୍‌ଏନ୍‌ଜେପି ହସ୍ପିଟାଲ ନିର୍ଦ୍ଦେଶକ ଡା.ସୁରେଶ କୁମାର ଏହି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ୩୪ ବର୍ଷୀୟ ଯୁବକ ନିକଟରେ ହିମାଚଳ ପ୍ରଦେଶର ମନାଲିରେ ଏକ ପାର୍ଟିରେ ଯୋଗ ଦେଇଥିଲେ। ତେବେ ସୋମବାର ଦିଲ୍ଲୀ ଫେରିଥିବା ବେଳେ ସାମାନ୍ୟ ଲକ୍ଷଣ ପରିଲକ୍ଷିତ ହୋଇଥିଲା। ଏନେଇ ତାଙ୍କୁ ଏଲ୍‌ଏନ୍‌ଜେପି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri