Posted inଜାତୀୟ

୨୦ ଦେଶକୁ ବ୍ୟାପିଲାଣି ମଙ୍କିପକ୍ସ

ଜେନେଭା,୨୮।୫: ମଙ୍କିପକ୍ସ ଏବେ ୨୦ରୁ ଊର୍ଦ୍ଧ୍ୱ ଦେଶକୁ ବ୍ୟାପିଲାଣି। ଏହା ଗୋଷ୍ଠୀ ସଂକ୍ରମଣର ରୂପ ନେଇପାରେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ଜଣେ ବରିଷ୍ଠ ଅଧିକାରୀ ଶୁକ୍ରବାର ଆଶଙ୍କା ବ୍ୟକ୍ତ କରିଛନ୍ତି। ଏହା ମନ୍ଥର ଗତିରେ ସଂକ୍ରମଣ ହେଉଥିବାରୁ ଲୋକେ ବ୍ୟତିବ୍ୟସ୍ତ ହେବାର କାରଣ ନାହିଁ। ମଙ୍କିପକ୍ସ ଏକ ରୋଗ ନୁହେଁ, ତଥାପି ଏହାର ସଂକ୍ରମଣକୁ ରୋକିବା ଉପରେ ପ୍ରାଥମିକତା ଦେବାକୁ ଡବ୍ଲ୍ୟୁଏଚ୍‌ଓ ବିଶ୍ୱ ସଂକ୍ରମଣଜନିତ ବିପଦ ପ୍ରସ୍ତୁତି ବିଭାଗ ନିର୍ଦ୍ଦେଶକ ସିଲ୍‌ଭି ବ୍ରିଆଣ୍ଡ କହିଛନ୍ତି। ମଙ୍କିପକ୍ସ ବର୍ତ୍ତମାନ ସୁଦ୍ଧା ଭାରତରେ ଚିହ୍ନଟ ହୋଇ ନାହିଁ। ବାହାର ଦେଶରେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନୂଆଦିଲ୍ଲୀ ପ୍ରସ୍ତୁତ ରହିଥିବା ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌) ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri