Posted inଫୁରସତ

ମୌସୁମୀ ପାଗର ମଜା ନେଉଛି ମାଙ୍କଡ଼

ଆଧୁନୀକ ଯୁବକ ମଣିଷଙ୍କ ପରି ପଶୁପକ୍ଷୀ ମଧ୍ୟ ସ୍ମାର୍ଟ ହୋଇଯାଇଛନ୍ତି। ଏହାର ଏକ ଜ୍ୱଳନ୍ତ ଉଦାହରଣ ଏବେ ଦେଖିବାକୁ ମିଳିଛି। ଏକ ମାଙ୍କଡ଼ ମୌସୁମୀ ପାଗର ମଜା ଦେବା ପାଇଁ ଛାତ ଉପରେ ଏକ ଟିଭି ଆଣ୍ଟିନା ଉପରେ ଆରାମ ଚେୟାର ପରି ବସିଥିବା ଦେଖିବାକୁ ମିଳୁଛି। ଭାରତୀୟ ବନ ଅଧିକାରୀ (ଆଇଏଫ୍‌ଏସ୍‌) ସୁଜନ୍ତା ନନ୍ଦା ତାଙ୍କ ଟ୍ବିଟର ଆକାଣ୍ଟରେ ଏହି ଫଟୋଟିକୁ ଶେୟାର କରିଛନ୍ତି। ଫଟୋଟିକୁ ଶେୟାର କରି ସେ ଲୋକଙ୍କୁ ଏଥିରେ କ୍ୟାପ୍ସନ ଦେବା ପାଇଁ କହିଛନ୍ତି। ଫଟୋଟି ଶେୟାର ହେବାର ମାତ୍ର ଅଳ୍ପ ସମୟରେ ଏହି ଫଟୋଟିକୁ ବହୁତ ଲୋକ ଦେଖିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ବିବିଧ ଶିଳ୍ପୀ: ଓଡ଼ିଶାର ଲଲାଟ ମୋହନ

ଓଡ଼ିଶାର କଳାକାରିଗରି ଦେଶ ବିଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଶିଳ୍ପୀଙ୍କ ବିଭିନ୍ନ ପାରମ୍ପରିକ କଳାକୃତି ରାଜ୍ୟର କଳା, ସଂସ୍କୃତି ଓ ଐତିହ୍ୟକୁ ସମୃଦ୍ଧ କରିଛି।...

ସଞ୍ଚୟ ଗୁରୁତ୍ୱପୂର୍ଣ୍ଣ

କୈଶୋରାବସ୍ଥା ବା ଯୁବାବସ୍ଥାକୁ ଅନେକେ ମଜାମସ୍ତିରେ ବିତାଇବାକୁ ପସନ୍ଦ କରନ୍ତି। ଆଉ ଏଥିପାଇଁ ଆଗ-ପଛ ବିଚାର ନ କରି ନିଜର ସମସ୍ତ ଆୟକୁ ମଧ୍ୟ ବ୍ୟୟ...

ଶାସଙ୍ଗ ଜଗନ୍ନାଥ ମନ୍ଦିର

ବାଲେଶ୍ୱର ସହରରୁ ନିମିକି ସଡ଼କରେ ଇଞ୍ଚୁଡ଼ି ଅଭିମୁଖେ ପ୍ରାୟ ୧୦ କି.ମି. ଦୂର ଗଲେ ପଡ଼େ ପାଗନଈ ଛକ। ଆଉ ଏହି ଛକରୁ ଡାହାଣ ପାର୍ଶ୍ୱ...

ବାସୋପଯୋଗୀ ଗ୍ରହର ସନ୍ଧାନ କରିବ ବୃହତ୍ତମ ଟେଲିସ୍କୋପ୍‌

ବେଜିଂ: ବିଶ୍ୱର ସର୍ବବୃହତ୍‌ ରେଡିଓ ଟେଲିସ୍କୋପ୍‌ ମହାକାଶରେ ପୃଥିବୀ ଭଳି ଗ୍ରହର ସନ୍ଧାନ କରିବା ସହ ଏଲିଅନ୍‌ଙ୍କ ସଙ୍କେତକୁ ଖୋଜିପାଇବ। ଏହି ସେନ୍‌ସିଟିଭ୍‌ ଟେଲିସ୍କୋପ୍‌ ମହାକାଶରେ...

ଜାପାନରେ ଦ୍ୱୀପ କିଣିଥିବା ଦାବି କଲେ ଚାଇନା ମହିଳା…

ବେଜିଂ,୧୨।୨ : ଜାପାନ ଟାଇମ୍ସରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଚାଇନାର ଜଣେ ମହିଳା ଜାପାନର ଓକିନାୱା ପ୍ରଦେଶରେ ଏକ ଦ୍ୱୀପ କିଣିଥିବା ଦାବି କରିଛନ୍ତି। ତେବେ...

କିସ୍‌ ଡେ’: ଜାଣନ୍ତୁ କାହାକୁ କେମିତି କରିବେ କିସ୍‌

ପ୍ରେମ ପାଇଁ ଯଦିଓ ନିର୍ଦ୍ଦିଷ୍ଟ ଦିନ,ବାର, ତିଥି ନାହିଁ ତଥାପି ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ପ୍ରେମ ଋତୁ। ଫେବୃୟାରୀ ୭ରୁ ଏହା ଆରମ୍ଭ ହୋଇଥିବା...

୨୦୫୦ ବେଳକୁ ୨ଗୁଣା ଟପିବେ ମଧୁମେହ ରୋଗୀ

ନୂଆଦିଲ୍ଲୀ ଅନ୍ୟ ଦେଶ ତୁଳନାରେ ଭାରତରେ ଅଣ-ସଂକ୍ରାମକ ରୋଗର ମାତ୍ରା ଅଧିକ। ଦେଶର ୧୦.୧ କୋଟି ଲୋକ ମଧୁମେହ ଏବଂ ୧୩.୬ କୋଟି ଲୋକ ପ୍ରାଥମିକ...

୫୧ ଲକ୍ଷରେ ବିକ୍ରି ହେଲା ଅଧିକ କ୍ଷୀର ଦେଉଥିବା ମଇଁଷି ସରସ୍ବତୀ

ହିସାର,୨୭।୨: ଅଧିକ କ୍ଷୀର ଦେଇ ବିଶ୍ୱ ରେକର୍ଡ କରିଥିବା ମୁରାହ ପ୍ରଜାତିର ମଇଁଷି ସରସ୍ବତୀ ୫୧ ଲକ୍ଷ ଟଙ୍କାରେ ବିକ୍ରି ହୋଇଛି। ହରିୟାଣାର ହିସାର ଜିଲାର...

Advertisement
Archives

Model This Week