ମୌସୁମୀ ସକ୍ରିୟ : ୨୮ରେ ଲଘୁଚାପ

ଭୁବନେଶ୍ୱର,୨୪।୬: ରାଜ୍ୟର ସମସ୍ତ ୩୦ ଜିଲାରେ ମୌସୁମୀ ସକ୍ରିୟ ହୋଇଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନାମିଳିଛି। ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବବର୍ଷା ହେଉଛି। ୨୮ତାରିଖ ବେଳକୁ ବଙ୍ଗେପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୬ ଦିନ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ତେବେ ୨୭ ତାରିଖରେ ଝାଡଖଣ୍ଡ ସମେତ ଓଡ଼ିଶାରେ ଭୀଷଣ ବର୍ଷା ହେବା ନେଇ ଆକଳନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ହାପି ଲିଭିଂ ଫାଉଣ୍ଡେସନ ପକ୍ଷରୁ ସମ୍ବର୍ଦ୍ଧନା

ଭୁବନେଶ୍ୱର,୧୬।୬(ଶର୍ମିଷ୍ଠା ପାଣିଗ୍ରାହୀ): ଆଧ୍ୟାତ୍ମିକ ସ୍ତମ୍ଭକାର, ପ୍ରବକ୍ତା ତଥା ଅଗ୍ରଣୀ ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ’ର ସମ୍ପାଦକ ଶ୍ରୀସନ୍ନ୍ୟାସୀ ଜୀଙ୍କୁ ସାମାଜିକ ସେବା ସଂଗଠନ ହାପି ଲିଭିଂ...

୫ ଦିନରେ ଲକ୍ଷେ ଲୋକଙ୍କୁ ଭେଟିସାରିଲେଣି ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬।୬: ଗତ ଜୁନ ୧୨ ତାରିଖରେ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲଗାତର ଭାବେ ସାଧାରଣ ଲୋକଙ୍କ ସହ ମିଶୁଛନ୍ତି।...

ଗୋଡ଼ ନ ଥିବା ଶିକ୍ଷକଙ୍କୁ ପାଣି ପିଆଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ପରେ ପ୍ରତିକ୍ରିୟା ମିଳିଲା ମିଳିଲା ଏମିତି

ଭୁବନେଶ୍ୱର, ୧୬।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ପ୍ରତ୍ୟେକ ଦିନ ଅନେକ ବ୍ୟକ୍ତି, ସଙ୍ଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ...

ଛୁଟିଦିନରେ ବି କାମ କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୧୬।୬(ସୁନିତ୍‌ ମିଶ୍ର): ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ସ୍ବାର୍ଥ ରକ୍ଷାକୁ ସର୍ବଦା ଗୁରୁତ୍ୱ ଦିଆଯିବ। ବାତ୍ୟା, ବର୍ଷା, ବନ୍ୟା ଏବଂ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା...

ଶ୍ରୀମନ୍ଦିର ଭିଡ଼କୁ ନେଇ ମୁହଁ ଖୋଲିଲେ ଆଇନ୍‌ ମନ୍ତ୍ରୀ: ସଫେଇ ଦେଇ କହିଲେ…

ଭୁବନେଶ୍ୱର, ୧୬।୬:ରାଜ୍ୟରେ ଭାଜପା ସରକାରକୁ ଆସିବା ପୂର୍ବରୁ ଅନେକ ପ୍ରତିଶ୍ରୁତି ଲୋକଙ୍କ ଆଗରେ ରଖିଥିଲା। ଯେପରିକି ଦଳ ରାଜ୍ୟରେ ସରକାର ଗଠନ କରିବାର କିଛି ସମୟ...

ଧୋକା ଦେଲା ମୌସୁମୀ: ଏହି ଦିନ ପର୍ଯ୍ୟନ୍ତ ଜାରି ରହିବ ଖରା

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଓଡ଼ିଶାକୁ ସାଧାରଣତଃ ୧୨ ରୁ ୧୪ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥାଏ।...

ଭଡାଘରୁ ମିଳିଲା ବରିଷ୍ଠ କିରାଣୀଙ୍କ ମୃତଦେହ

ରେଢାଖୋଲ,୧୬ା୬(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ନାକଟୀଦେଉଳ ତହସିଲ ଅଫିସର ବରିଷ୍ଠ କିରାଣୀ କ୍ଷିରୋଦ କୁମାର ବଳ(୫୦)ଙ୍କ ମୃତଦେହ ରେଢାଖୋଲ ଏନଏସି ୱାର୍ଡ ନଂ ୮ ଗଣେଷନଗରସ୍ଥିତ...

ସର୍ବାଧିକ ଆୟ କରୁଥିବା ପ୍ରଥମ ୫ ଷ୍ଟେଶନ ମଧ୍ୟରେ ଓଡ଼ିଶାର ୪ ଷ୍ଟେଶନ

ଭୁବନେଶ୍ୱର,୧୬।୬: ପୂର୍ବତଟ ରେଳପଥର ସର୍ବାଧିକ ଆୟ କରୁଥିବା ୨୦ଟି ଷ୍ଟେଶନ ତାଲିକାରେ ପ୍ରଥମ ୫ଟି ଷ୍ଟେଶନ ମଧ୍ୟରୁ ଓଡ଼ିଶାର ୪ଟି ଷ୍ଟେଶନ ସ୍ଥାନ ପାଇଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri