ମୌସୁମୀ ସକ୍ରିୟ: ୧୬ ଯାଏ ବର୍ଷା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଓଡ଼ିଶା ଉପକୂଳ ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି। ଏଥିସହିତ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।
ଘୂର୍ଣ୍ଣିବଳୟ ଯୋଗୁ ୧୫ ଓ ୧୬ ତାରିଖ ଦୁଇଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୧୫ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ଗଜପତି, ରାୟଗଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲା ପାଇଁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଭଦ୍ରକ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୬ ତାରିଖରେ ଅନୁଗୋଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ୱର, କଟକ, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?