କେରଳ ଛୁଇଁଲା ମୌସୁମୀ, ବିଳମ୍ବରେ ଓଡ଼ିଶା ଆସିବ

ନୂଆଦିଲ୍ଲୀ/ଭୁବନେଶ୍ୱର,୮ା୬(ବ୍ୟୁରୋ): ଗୁରୁବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି। କିନ୍ତୁ ଏହା ଓଡ଼ିଶା ଛୁଇଁବାରେ ବିଳମ୍ବ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂତରୁ ପ୍ରକାଶ।

Hark the Monsoons Come - Raining in Kerala | A view through … | Flickr

ଆଇଏମ୍‌ଡି କହିଛି, ଆଜି ମୌସୁମୀ ବାୟୁ କେରଳରେ ପ୍ରବେଶ କରିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ବଙ୍ଗୋପସାଗର, ଆରବ ସାଗରରେ ଅଧିକ ଅଞ୍ଚଳକୁ ଛୁଇଁବ। ପରେ ତାମିଲନାଡୁ ସମେତ ସମ୍ପୂର୍ଣ୍ଣ ଦକ୍ଷିଣ ଭାରତ ଛୁଇଁବ। ଯେହେତୁ ମୌସୁମୀ ବାୟୁ ସପ୍ତାହେ ବିଳମ୍ବରେ କେରଳ ଛୁଇଁଛି, ସେମିତି ଓଡ଼ିଶା ଛୁଇଁବାରେ ମଧ୍ୟ ବିଳମ୍ବ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ତେବେ ନିର୍ଦ୍ଦିଷ୍ଟ ଭାବେ କେବେ ଓଡ଼ିଶା ଛୁଇଁବ ସେ ନେଇ କୌଣସି ସୂଚନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri