ମୌସୁମୀ ସକ୍ରିୟ: ପୁଣି ଆସୁଛି ଆଉ ଏକ ଲଘୁଚାପ, ଏଥର ବୁଡ଼ାଇବ

ପୁରୀ,୫।୭: ସାରା ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି। ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ସୃଷ୍ଟି ସମ୍ଭାବନା ରହିଛି।
ରବିବାର ବିଭିନ୍ନ ଜିଲାକୁ ବର୍ଷା ଓ ବଜ୍ରପାତ ନେଇ ସତର୍କ କରାଯାଇଛି।
ଏ ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି ହୋଇଛି। ଏହା ସହ ୧୪ ଜିଲାକୁ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri