Posted inଜାତୀୟ

୨୧ରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ

ନୂଆଦିଲ୍ଲୀ,୨୦ା୯: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨ ଦିନରେ ପ୍ରତ୍ୟାବର୍ତ୍ତନ ଆରମ୍ଭ କରିବାକୁ ଯାଉଛି। ଏନେଇ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ମୌସୁମୀ ଫେରିଯିବା ନେଇ ଅନୁକୂଳ ସ୍ଥିତି ସୃଷ୍ଟି ହୋଇଛି। ପ୍ରଥମ ପର୍ଯ୍ୟାୟରେ ଏହା ଉତ୍ତରପଶ୍ଚିମ ଭାରତ ଏବଂ କଚ୍ଛ ଅଞ୍ଚଳରୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ଚଳିତ ବର୍ଷ ହାରାହାରିଠାରୁ ୭ ପ୍ରତିଶତ ଅଧିକ ବୃଷ୍ଟିପାତ ହୋଇଛି। ତେବେ ଉତ୍ତରପ୍ରଦେଶ, ବିହାର ସମେତ ୮ ରାଜ୍ୟରେ ନିଅଣ୍ଟିଆ ବର୍ଷା ହୋଇଥିବାରୁ ଖରିଫ ଉତ୍ପାଦନ ହ୍ରାସ ପାଇବ ବୋଲି କୁହାଯାଇଛି। ବର୍ତ୍ତମାନ ସୁଦ୍ଧା ମୋଟ ୮୭୨.୭ ମି.ମି. ବର୍ଷା ହୋଇଛି, ଯାହାକି ହାରାହାରିଠାରୁ ୭ ପ୍ରତିଶତ ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

୩ଟି ସ୍ତମ୍ଭ ଉପରେ ରହିଛି ଏକବିଂଶ ଶତାବ୍ଦୀର ମୂଳଦୁଆ: ପ୍ରଧାନମନ୍ତ୍ରୀ

ଚେନ୍ନାଇ,୩୦।୯: ଏକବିଂଶ ଶତାବ୍ଦୀର ମୂଳଦୁଆ ୩ଟି ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଉପରେ ରହିଛି। ସେଗୁଡ଼ିକ ହେଉଛି ନବୀକରଣ, ଦଳଗତକାର୍ଯ୍ୟ ଏବଂ ଜ୍ଞାନକୌଶଳ। ଏସବୁର ବିକାଶରେ ଶତାବ୍ଦୀର ଧାର୍ଯ୍ୟ...

ହିଟ୍‌ଲର, ଷ୍ଟାଲିନ୍‌ଙ୍କଠାରୁ ଭାଜପା ଶାସନ ଖରାପ: ମମତା

କୋଲକାତା,୨୪।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାରଙ୍କୁ ସମାଲୋଚନା କରିଛନ୍ତି। ଏହି ସରକାର କେନ୍ଦ୍ରୀୟ ସଂସ୍ଥା ସହାୟତାରେ ରାଜ୍ୟ ବ୍ୟାପାରରେ...

ଶାହାଙ୍କ ସହ ସାକ୍ଷାତକାର ପରେ ଟୁଇଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୨: ତୃତୀୟଥର ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ଆମ ଆଦମୀ ପାର୍ଟିର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ବୁଧବାର ଅପରାହ୍ନରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ...

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କରୋନା ପଜିଟିଭ

ନୂଆଦିଲ୍ଲୀ,୧୪।୮-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ । ଏ ନେଇ ଶୁକ୍ରବାର ସେ ଟୁଇଟ କରି ସୂଚନା...

ରାକ୍ଷୀରେ କଏଦୀଙ୍କୁ ଭେଟି ପାରିବେନି ପରିବାର ସଦସ୍ୟ

ଲକ୍ଷ୍ନୌ,୨୮।୭: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତର ପ୍ରଦେଶ ଜେଲ ପ୍ରଶାସନ ରାକ୍ଷୀ ପୂର୍ଣ୍ଣିମାକୁ ନେଇ କିଛି ନିୟମ କରିଛନ୍ତି। ଏଥର ରାକ୍ଷୀରେ ଜେଲରେ ଥିବା...

ସୀମାରୁ ଦୁଇ ଦିନରେ ୨ଶହ ଟ୍ୟାଙ୍କ ହଟାଇଲାଣି ଚାଇନା!

ନୂଆଦିଲ୍ଲୀ,୧୨ ।୨: ଲଦ୍ଦାଖ ନିକଟ ଏଲଏସିରେ ଭାରତ-ଚାଇନା ମଧ୍ୟରେ ପାଖାପାଖି ୯ ମାସ ହେବ ଲାଗି ରହିଥିବା ଉତ୍ତେଜନା ପରିସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଲକ୍ଷ୍ୟ କରାଯାଇଛି...

୮୦ବର୍ଷିୟା ଆମ୍ମା ହେଲେ ଅନ୍ତର୍ଜାତୀୟ ଷ୍ଟାର୍‌

ଯୋଦ୍ଧାଇୟା ବାଇ ବୈଗା। ବୟସ ୮୦। ମଧ୍ୟପ୍ରଦେଶର ଆଦିବାସୀ ବହୁଳ ଉମରିଆ ଜିଲାର ଏକ ଛୋଟ ଗ୍ରାମ ଲୋଢାରେ ରୁହନ୍ତି ସେ। ପାଠ ଆଦୌ ପଢି...

ନୀତୀଶଙ୍କ ହେଲିକପ୍ଟର ପଙ୍ଖା ପବନରେ ଉଡ଼ିଗଲା ସଭାମଞ୍ଚ, ଅଳ୍ପକେ ବର୍ତ୍ତିଲେ ଲୋକେ

ପାଟନା,୧୫ା୧୦: ମୁଙ୍ଗର ଜିଲାରେ ଜେଡିୟୁ ପ୍ରାର୍ଥୀଙ୍କ ସମର୍ଥନରେ ସାଧାରଣ ସଭାକୁ ଆସିଥିବା ସିଏମ୍‌ ନୀତୀଶ କୁମାରଙ୍କ ହେଲିକପ୍ଟର ଅବତରଣ ସମୟରେ ହଠାତ୍‌ ଏକ ଅଘଟଣ ଘଟିଛି।...

Advertisement
Archives

Model This Week