ଓଡ଼ିଶା ଛାଡିଲା ମୌସୁମୀ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ଓଡ଼ିଶା ସହ ସାରା ଦେଶରୁ ବିଦାୟ ନେଇଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଦିନ ପୂର୍ବେ ମୌସୁମୀ ୮ଟି ଜିଲାରୁ ସମ୍ପୂର୍ଣ୍ଣ ଏବଂ ଆଉ ୮ଟି ଜିଲାରୁ ଆଶିଂକ ପଳାଇଥିଲା। ସୂଚନାଯୋଗ୍ୟ, ରାଜ୍ୟରେ ପାଗ ଶୁଖିଲା ଓ ଅନୁକୂଳ ଥିବାରୁ ଲେଉଟାଣି ନେଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ମୌସୁମୀ ବାୟୁ ଅପସରି ଯାଇଥିବା ବେଳେ ବୁଧବାର ଅବଶିଷ୍ଟ ଓ ଦେଶରୁ ମୌସୁମୀ ଛାଡିଛି। ଚଳିତବର୍ଷ ଜୁନ ପହିଲାରୁ ସେପ୍ଟେମ୍ବର ୩୦ ମଧ୍ୟରେ ଓ ୯୯ ପ୍ରତିଶତ ବର୍ଷା ହୋଇଥିବା ବେଳେ ଜୁନ ପହିଲାରୁ ଅକ୍ଟୋବର ୨୭ ମଧ୍ୟରେ ଓ ୧୩୦୨.୯ ମିଲିମିଟର ବର୍ଷା ହୋଇଛି। ୧୮ ଜିଲାରେ ଅତିପ୍ରବଳ ବର୍ଷା ହୋଇଥିବା ବେଳେ ୫ ଜିଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି। ୭ ଜିଲାରେ ସ୍ବାଭାବିକ ବର୍ଷା ହୋଇଛି। ମୌସୁମୀ ବିଦାୟ ନେବା ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତାପମାତ୍ର ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି । ଆଗକୁ ଧୀରେ ଧୀରେ ଶୀତ ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

ଭାଲୁ ଆକ୍ରମଣରେ ଭଉଣୀଭାଇ ମୃତ: ମୃତଦେହ ପାଖରେ ଜଗି ରହିଲା ଭାଲୁ

ଉମରକୋଟ,୭।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର…

୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ

ରୋମ୍‌,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି…

କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଜାଣନ୍ତୁ କେଉଁ ପ୍ରସ୍ତାବ ଉପରେ ଲାଗିଲା ମୋହର

ନୂଆଦିଲ୍ଲୀ,୬ା୮: ଦେଶରେ କମ୍ପ୍ରେସଡ୍‌ ବାୟୋଗ୍ୟାସ୍‌ (ସିବିଜି) ଉତ୍ପାଦନକୁ ତ୍ୱରାନ୍ବିତ କରିବା ଏବଂ ଜୀବାଶ୍ମ ଇନ୍ଧନ ଆମଦାନୀ ଉପରୁ ନିର୍ଭରଶୀଳତା ହ୍ରାସ କରିବା ପାଇଁ କେନ୍ଦ୍ର କ୍ୟାବିନେଟ ଗୁରୁବାର…

ଘୂର୍ଣ୍ଣିବଳୟ ପ୍ରଭାବରେ ସପ୍ତାହେ ଯାଏ ପ୍ରବଳ ବର୍ଷା: ଅରେଞ୍ଜ ଓ୍ବାର୍ନିଂ ଜାରି, ଘଣ୍ଟାପ୍ରତି…

ଭୁବନେଶ୍ୱର,୭ା୮(ବନ୍ଦନା ସେଠୀ): ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ…

ୟୁପିଆଇ ଉପରେ ଶୁଳ୍କ ଲାଗୁ ନେଇ ଲୋକ ସଭାରେ ବିଲ୍‌ ପାରିତ

ନୂଆଦିଲ୍ଲୀ, ୭ା୮(ପି.ଟି.): ଗୁରୁବାର ଅପରାହ୍ନ ୨ଟାରେ ଗୃହ କାର୍ଯ୍ୟ ପୁନଃ ଆରମ୍ଭ ହେବା ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ‘କର ଓ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍‌,…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri