Posted inଜାତୀୟ

ଜୁଲାଇ ତୃତୀୟ ସପ୍ତାହରୁ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୧୪।୬: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଜୁଲାଇ ତୃତୀୟ ସପ୍ତାହରୁ ଆରମ୍ଭ ହୋଇ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ଶେଷ ହୋଇପାରେ ବୋଲି ମଙ୍ଗଳବାର ଏକ ସୂତ୍ରରୁ କୁହାଯାଇଛି। ତେବେ ଅଧିବେଶନ ଆରମ୍ଭର ଚୂଡ଼ାନ୍ତ ତାରିଖ ସ୍ଥିର ହୋଇନାହିଁ। ରାଷ୍ଟ୍ରପତି ନିର୍ବାଚନ ଜୁଲାଇ ୧୮ରେ ହେବାକୁ ଥିବାବେଳେ ସେହିଦିନଠାରୁ ଅଧିବେଶନ ଆରମ୍ଭ ହୋଇ ଅଗଷ୍ଟ ୧୨ରେ ଶେଷ ହୋଇପାରେ। ସଂସଦୀୟ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି ଉପରୋକ୍ତ ତାରିଖ ସୁପାରିସ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମାଫିଆଙ୍କୁ ପୋତିଦେବି’

ଭୋପାଳ, ୨୭।୧୨ : ମଧ୍ୟପ୍ରଦେଶରେ ବେଆଇନ କାର୍ଯ୍ୟରେ ସମ୍ପୃକ୍ତ ମାଫିଆମାନଙ୍କୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କଡ଼ା ଚେତାବନୀ ଦେଇଛନ୍ତି। ଯଦି ସେମାନେ ରାଜ୍ୟ ଛାଡ଼ି...

ଶହୀଦ୍‌ ପରିବାରଙ୍କୁ ମିଳିବ ୪ ଗୁଣା ଅଧିକ କ୍ଷତିପୂରଣ: ରାଜନାଥ ସିଂ କଲେ ଘୋଷଣା

ନୂଆଦିଲ୍ଲୀ,୫।୧୦: ଏଣିକି ଶହୀଦ୍‌ ପରିବାରଙ୍କୁ ୪ ଗୁଣା ଅଧିକ କ୍ଷତିପୂରଣ ମିଳିବ। ପୂର୍ବରୁ ଶହୀଦ୍‌ ପରିବାରଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ସରକାରଙ୍କ ପକ୍ଷରୁ ଯୋଗାଇ...

ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥଙ୍କୁ ପ୍ରିୟଙ୍କାଙ୍କ ଚିଠି

ନୂଆଦିଲ୍ଲୀ,୧୯ ।୯: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଶନିବାର ଏକ ପତ୍ର ଲେଖିଛନ୍ତି । ଏଥିରେ ସେ...

କେବଳ ଘରେ ତ୍ରିରଙ୍ଗା ଲଗାଇଲେ କେହି ହୋଇପାରିବେନି ଦେଶଭକ୍ତ, ମୋଦିଙ୍କୁ ଟାର୍ଗେଟ କଲେ ଉଦ୍ଧବ…

ମୁମ୍ବାଇ, ୧୩।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ପ୍ରତି ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି। ଏହାକୁ ନେଇ ଶିବସେନା ନେତା ଉଦ୍ଧବ...

ଦିଲ୍ଲୀରେ ବିଏସ-୩ ପେଟ୍ରୋଲ, ବିଏସ-୪ ଡିଜେଲ ଗାଡି ଉପରୁ ଉଠିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୪ ।୧୧: ରାଜଧାନୀ ଦିଲ୍ଲୀରେ ବିଏସ୍‌-୩ ପେଟ୍ରୋଲ ଓ ବିଏସ-୪ ଡିଜେଲ ଗାଡି ଉପରେ ଲାଗିଥିବା ପ୍ରତିବନ୍ଧକ ହଟାଇ ଦିଆଯାଇଛି । ଏହାଦ୍ୱାରା ରାଜଧାନୀରେ ପଞ୍ଜିକୃତ...

ଖୁସି ଖବର: କରୋନା ଚିକିତ୍ସାର ନୂଆ ପଦ୍ଧତି ଖୋଜି ପାଇଲା ଆଇସିଏମ୍‌ଆର୍‌

ମହାମାରୀ କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ଏହା ଦ୍ୱାରା ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ୧ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇସାରିଛି। ତେବେ...

ଆସାମ ବନ୍ୟାର କରୁଣ ଦୃଶ୍ୟ: ଭାଇରାଲ ହେଉଛି ଅସହାୟ ଗଣ୍ଡାର ଫଟୋ

ଗୁଆହାଟୀ,୧୮।୭: ଆସାମରେ ଆସିଥିବା ବନ୍ୟା ଏବେ ସାଧାରଣ ଜୀବନ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଅଧିକାଂଶ ଲୋକେ ବାସଶୂନ୍ୟ ହୋଇଯିବା ସହ ଏଠାରେ ଥିବା କାଜିରଙ୍ଗା...

ଜଣେ ଦୋଷୀ ହେଲେ ୩ ଖଲାସ

ନୂଆଦିଲ୍ଲୀ,୧୯।୧୧(ପି.ଟି.): ଶିଶୁମାନଙ୍କୁ ଯୌନ ଶୋଷଣ, ନିର୍ଯାତନା, ଓ ପର୍ନୋଗ୍ରାଫିରୁ ସୁରକ୍ଷା ଦେବା ଲକ୍ଷ୍ୟରେ ୨୦୧୨ରେ ଶିଶୁ ଯୌନ ଅପରାଧ ସୁରକ୍ଷା ଆଇନ (ପୋକ୍ସୋ) କାର୍ଯ୍ୟକାରୀ ହୋଇଥିଲା।...

Advertisement
Archives

Model This Week