ଭୁବନେଶ୍ୱର,୨୧।୮: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ଅଗଷ୍ଟ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଏହି ଅଧିବେଶନ ଅଗଷ୍ଟ ୨୫ ତାରିଖ ଯାଏଁ ଚାଲିବ।
ଭୁବନେଶ୍ୱର,୨୧।୮: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ଅଗଷ୍ଟ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଏହି ଅଧିବେଶନ ଅଗଷ୍ଟ ୨୫ ତାରିଖ ଯାଏଁ ଚାଲିବ।
କଟକ,୨୦।୧: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଙ୍ଗନବାଡିକର୍ମୀଙ୍କ ବକେୟା ଦରମା ୧୫ ଦିନ ଭିତରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନହେଲେ ସୁଧ ଦେବା...
ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର...
ଭୁବନେଶ୍ୱର, ୨୦।୧(ସୁନିତ୍ ମିଶ୍ର):ରାଜ୍ୟରେ ବିଧାନପରିଷଦ ଗଠନ ହେବ ଏହାଦ୍ୱାରା ଯୁବଗୋଷ୍ଠୀଙ୍କୁ ସୁଯୋଗ ମିଳିବ, ଏହି କଥା କହି ୨୦୧୪ ଏବଂ ୨୦୧୯ ନିର୍ବାଚନ ସମୟରେ ଏକାଧିକ...
ପାଖାପାଖି ୧୫୦ କୋଟି ଲୋକସଂଖ୍ୟା ବିଶିଷ୍ଟ ଭାରତରେ ଯୁବଶକ୍ତିର କେତେ ବେରୋଜଗାର ଅଛନ୍ତି ତାହାର ବାସ୍ତବ ସଂଖ୍ୟା ଜାଣିବା ଅସମ୍ଭବ। ଏଇଥିପାଇଁ ଅସମ୍ଭବ କୁହାଯାଉଛି ଯେ,...
ଭୁବନେଶ୍ୱର,୨୦।୧ (ରବିନାରାୟଣ ଜେନା):ରାଜ୍ୟବାସୀଙ୍କୁ କିଭଳି ହାତ ପାଆନ୍ତାରେ ରାଜସ୍ବ ସେବା ମିଳିବ ତାକୁ ନେଇ ଗତ ୧୮ମାସ ମଧ୍ୟରେ ରାଜସ୍ବ ବିଭାଗ ପକ୍ଷରୁ ନିର୍ଦ୍ଦିଷ୍ଟ ସମୟସୀମା...
ନୂଆଦିଲ୍ଲୀ,୨୦ା୧(ପି.ଟି.): ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ଚାଲିଥିବାବେଳେ ଯେଉଁମାନଙ୍କ ନାମ ତାର୍କିକ ଅସଙ୍ଗତି ତାଲିକାରେ ରହିଛି, ସେଗୁଡ଼ିକୁ ଗ୍ରାମପଞ୍ଚାୟତ ଭବନ, ବ୍ଲକ୍...
ଲକ୍ଷ୍ନୌ,୨୦ା୧(ପି.ଟି.): ନଏଡ଼ା ସେକ୍ଟର ୧୫୦ସ୍ଥିତ ଏକ ନିର୍ମାଣ ସ୍ଥଳରେ ଜଳଭର୍ତ୍ତି ଗର୍ତ୍ତ ମଧ୍ୟକୁ କାର୍ ଖସି ୨୭ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କ ମୃତ୍ୟୁ ଘଟଣାରେ ନଏଡ଼ା...
ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା): ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ...