ମନ୍‌ସୁନ୍‌ ଟିପ୍ସ

ବର୍ଷାଦିନେ ଥଣ୍ଡା, କାଶ ଭଳି ବିଭିନ୍ନ ପ୍ରକାର ସମସ୍ୟା ଦେଖାଯାଇଥାଏ। ପାଣିପାଗ ବଦଳୁଥିବାରୁ ଭାଇରାଲ୍‌ ଇନ୍‌ଫେକଶନ୍‌ ହୁଏ। ତେବେ ବିଭିନ୍ନ ପ୍ରକାର ଘରୋଇ ଉପାୟରେ ବି ଏହି ସମସ୍ୟାର ସମାଧାନ କରିପାରିବେ…
-ବର୍ଷାଦିନେ ଯଦି କାଶ ହେଉଥାଏ ତେବେ ମହୁରେ ଲେମ୍ବୁରସ ମିଶାଇ ପିଅନ୍ତୁ। ଏକ ଗ୍ଲାସ୍‌ ପାଣି ଗରମକରି ସେଥିରେ ଲେମ୍ବୁରସ ଓ ମହୁ ମିଶାଇ ରାତିରେ ଶୋଇବା ପୂର୍ବରୁ ପିଅନ୍ତୁ। କିଛିଦିନ ପରେ କାଶ କମିଯିବ।
-ଥଣ୍ଡାରୁ ଅତି ସହଜରେ ମୁକ୍ତି ପାଇବା ପାଇଁ ତୁଳସୀପତ୍ର ସହ ଅଦା ମିଶାଇ ଖାଆନ୍ତୁ। ସକାଳୁ ସ୍ନାନ ପରେ ଏହାକୁ ସିଧାସଳଖ ଚୋବାଇ ଖାଇପାରିବେ କିମ୍ବା ଏହାକୁ ପାଣି ଅଥବା ଚା’ ସହିତ ସିଝାଇ ପିଇପାରିବେ।
-ଥଣ୍ଡାକାଶ ଆଦି ବିଭିନ୍ନ ସମସ୍ୟା ଦୂରକରିବା ସହିତ ଅତି ସହଜରେ ନିଜ ଇମ୍ୟୁନିଟି ପାଓ୍ବାର ବଢ଼ାଇବା ପାଇଁ ହେଲେ ଗୁଳୁଚି ଅତ୍ୟନ୍ତ ଉପକାରୀ। ତେଣୁ ଗୁଳୁଚିକୁ ପାଣିରେ ସିଝାଇ କାଢ଼ା କରି ପିଅନ୍ତୁ। ପ୍ରାକୃତିକ ଉପାୟରେ ଏହି ମାଧ୍ୟମରେ ଇମ୍ୟୁନିଟି ଶକ୍ତି ବଢ଼ିବା ସହ ରୋଗ ସଂକ୍ରମଣରୁ ରକ୍ଷା ମିଳିପାରିବ।
-ଳଦୀରେ ମଧ୍ୟ ବିଭିନ୍ନ ପ୍ରକାର ଔଷଧୀୟ ଗୁଣ ରହିଛି। ଥଣ୍ଡା, କାଶ ପାଇଁ ତ ଏହା ଅତ୍ୟନ୍ତ ଫଳପ୍ରଦ। ଏକ ଗ୍ଲାସ୍‌ ଉଷୁମ କ୍ଷୀରରେ ୨ ଚାମଚ ହଳଦୀଗୁଣ୍ଡ ମିଶାଇ ପ୍ରତିଦିନ ପିଅନ୍ତୁ। ଖାଲି ସେତିକି ନୁହେଁ , ହଳଦୀକୁ ପାଣିରେ ସିଝାଇ କାଢ଼ା ଭଳି ମଧ୍ୟ ପିଇପାରିବେ।
ସକାଳୁ ଗରମପାଣି ସହ ଗୋଲମରିଚ ଗୁଣ୍ଡ ମିଶାଇ ପିଇଲେ ଥଣ୍ଡା ଭଲ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri