ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪୮ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ଛୁଇଁବ ମୌସୁମୀ। ଏଥିପାଇଁ ସ୍ଥିତି ଅନୁକୂଳ ରହିଥିବା ବେଳେ ଗୁରୁବାରଠାରୁ ବର୍ଷା ଆରମ୍ଭ ହୋଇପାରେ ବୋଲି ପାଣିପାଗ ପୂର୍ବାନୁମାନ କରିଛି। ଫଳରେ ଆଗାମୀ ୫ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗିରହିବ। ସୂଚନାଯୋଗ୍ୟ, ଏହାପୂର୍ବରୁ ଜୁନ ୩ରେ କେରଳ ଛୁଇଁଥିଲା ମୌସୁମୀ ବାୟୁ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୌପଦୀଙ୍କ ବିପକ୍ଷରେ ଯାଇପାରେ କଂଗ୍ରେସ, ସିପିଏମ୍‌ ଭୋଟ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଜେଡି ନିଜର ସମର୍ଥନ ଦେବାକୁ ଘୋଷଣା କରିଥିବା ବେଳେ କଂଗ୍ରେସ ନିଜର ମତ ସ୍ପଷ୍ଟ କରି ନାହିଁ।...

CORONAVIRUS UPDATE: ରାଜ୍ୟରେ ୫୪,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୧୯୭୭

ଭୁବନେଶ୍ୱର,୧୪ା୮(ବ୍ୟୁରୋ) : ଶୁକ୍ରବାର ୩୦ ଜିଲାରୁ ୧୯୭୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୪,୬୩୦ରେ ପହଞ୍ଚିଥିବା ରାଜ୍ୟ...

ପାଣି କାଦୁଅ ଯୋଗୁ ଜମୁନି ବେପାର

ବଅଁରପାଳ,୧୭ା୬(ଡି.ଏନ.ଏ.) କରୋନା କଟକଣା ଯୋଗୁ ବଅଁରପାଳ ସାପ୍ତାହିକ ହାଟକୁ ଦୁଇଭାଗ କରିଦିଆଯାଇଛି। ଗୋଟିଏ ହାଟ ପୁରୁଣା ସ୍ଥାନରେ ବସୁଥିବା ବେଳେ ଅନ୍ୟଟି ବଅଁରପାଳ ହାଇସ୍କୁଲ ପଡିଆରେ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାକୁ ଦିଲ୍ଲୀ ଯିବେ ୨୬ ବିଧାୟକ

ଭୁବନେଶ୍ୱର,୧।୮(ବ୍ୟୁରୋ): ଓଡ଼ିଶାର ୨୬ ବିଧାୟକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ। ସେଥିପାଇଁ ୨୬ ବିଧାୟକ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ମଙ୍ଗଳବାର ଦିଲ୍ଲୀ ଯିବେ।...

ଘନକୁହୁୁଡ଼ି ଯୋଗୁ ଚିଲିକାରେ ୫୦ରୁ ଊର୍ଦ୍ଧ୍ୱ ଡଙ୍ଗା ବାଟବଣା: ଚଳାଚଳ ବନ୍ଦ

ବାଲୁଗାଁ/କୃଷ୍ଣପ୍ରସାଦ,୧୪।୧(ଡି.ଏନ୍‌.ଏ): ଚିଲିକାରେ ଘନକୁହୁଡ଼ି ଯୋଗୁ ଶନିବାର ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀବାହୀ ଡଙ୍ଗା ବାଟବଣା ହୋଇଥିବା ଜଣାପଡିଛି। ପବିତ୍ର ମକର ସଂକ୍ରାନ୍ତି ଅବସରରେ କାଳିଜାଈରେ ମକର ମେଳା...

ଘରୋଇ ବିମାନ ଉଡ଼ାଣ ପାଇଁ ଯୋଗାଇ ଦିଆଯିବ ୧% ଭାଟ୍‌ରେ ଇନ୍ଧନ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଭୁବନେଶ୍ୱର ଏୟାରଲାଇନ୍ସ ସିଇଓଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ...

ହତ୍ୟାକାରୀଙ୍କୁ ଫାଶୀ ଦିଅ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ନର୍ସ ନୀହାରିକା ପାତ୍ର ଗତ ୮ତାରିଖରେ ନିଖୋଜ ହୋଇଯାଇଥିଲେ। ଏହାର ୯ଦିନ ପରେ ବିରିଡ଼ି ଥାନା ବିଲୁଆଖାଇ ନଦୀପଠାରୁ ତାଙ୍କ ଗଳିତ ମୃତଦେହ ମିଳିଥିଲା।...

ଆଜି ସନ୍ଧ୍ୟା ସୁଦ୍ଧା ଏସ୍‌ସି,ଏସ୍‌ଟି ହଷ୍ଟେଲ ଛାତ୍ରୀଛାତ୍ରଙ୍କୁ ଘରେ ପହଞ୍ଚାଯିବ: ସୁବ୍ରତୋ ବାଗ୍‌ଚୀ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): ରାଜ୍ୟର ସମସ୍ତ ଜିଲା ମଙ୍ଗଳବାର ମଧ୍ୟରାତ୍ରରୁ ମାର୍ଚ୍ଚ ୨୯ ଯାଏ ଲକ୍‌ଡାଉନ୍‌ ରହିବ। ମଙ୍ଗଳବାର ଏହି ସୂଚନା ଦେଇଛନ୍ତି କରୋନା ଭୂତାଣୁ ସଂକ୍ରମଣ...

Advertisement
Archives

Model This Week