ଫେରିଯିବ ମୌସୁମୀ

ଭୁବନେଶ୍ବର,୯।୧୦(ବ୍ୟୁରୋ): ମୌସୁମୀ ଓଡ଼ିଶାରୁ ଫେରିଯିବ। ଏହି ପ୍ରକ୍ରିୟା ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ। ବର୍ତ୍ତମାନ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଛି। ଗୁଜରାଟ ଏବଂ ଛତିଶଗଡ଼ର ଅଧିକାଂଶ ଅଞ୍ଚଳରୁ ମୌସୁମୀ ଫେରିଗଲାଣି। ତେବେ ଆସନ୍ତା ୩ ଦିନ ମଧ୍ୟରେ ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ବିହାର, ମହାରାଷ୍ଟ୍ର, ଓଡ଼ିଶା ଏବଂ ପଶ୍ଚିମବଙ୍ଗରୁ ମୌସୁମୀ ଫେରିଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଏହି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ସୂଚନା ମୁତାବକ, ଉତ୍ତର ଆଣ୍ଡାମାନ-ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ। ପରବର୍ତ୍ତୀ ୪ରୁ ୫ ଦିନ ଯାଏଁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ସ୍ଥଳଭାଗ ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri