୩ରୁ୪ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ, କିଛି ଜିଲାରେ କାଳବୈଶାଖୀ

ଭୁବନେଶ୍ୱର,୫ା୬: ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି। ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବ। ତା’ପରେ ଅନ୍ୟ ଅଞ୍ଚଳକୁ ଛୁଇଁବ। ଓଡ଼ିଶାକୁ ମୌସୁମୀ ଆସିବା ପାଇଁ ବର୍ତ୍ତମାନ ପାଗ ଅନୁକୂଳ ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

ସାଧାରଣତଃ ଜୁନ୍‌ ଦିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ। ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଓଡ଼ିଶାରେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ପ୍ରବେଶ କରିବ।

ତେବେ ଆସନ୍ତାକାଲି ରାଜ୍ୟର କିଛି ଜିଲାରେ କାଳବୈଶାଖୀ ଆଶଙ୍କା ଥିବା ବେଳେ ଆଉ କିଛି ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ୯ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ଝାରସୁଗୁଡ଼ାର କେତେକ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri