କଟକରେ ମଣ୍ଟେ କାର୍ଲୋର ଏକ୍ସକ୍ଲୁସିଭ ଆଉଟ୍‌ଲେଟ

କଟକ,୨୩।୫: ମଣ୍ଟେ କାର୍ଲୋ ଫ୍ୟାଶନ ଲିମିଟେଡ୍‌ (ଏମ୍‌ସିଏଫ୍‌ଏଲ୍‌)ର ନୂତନ ତଥା ଏକ୍ସକ୍ଲୁସିଭ ଆଉଟ୍‌ଲେଟ(ଷ୍ଟୋର) ବୁଧବାର କଟକର ବଜ୍ରକବାଟୀ ରୋଡ୍‌ଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ୪,୦୦୦ ବର୍ଗଫୁଟ୍‌ ପରିବ୍ୟାପ୍ତ ଅଞ୍ଚଳରେ ଗଢି ଉଠିଥିବା ଏହି ନୂତନ ତଥା ମଣ୍ଟେ କାର୍ଲୋର ପ୍ରଥମ ଷ୍ଟୋର (୪ମହଲା ବିଶିଷ୍ଟ) ରେ ସବୁବର୍ଗର ଗ୍ରାହକଙ୍କ ପାଇଁ ବ୍ରାଣ୍ଡ୍‌ର ସମସ୍ତ ଉତ୍ପାଦ ଉପଲବ୍ଧ।

ଏହି ଅବସରରେ ଏମ୍‌ସିଏଫ୍‌ଏଲ୍‌ର ଭିପି ପଙ୍କଜ ଶ୍ରୀବାସ୍ତବ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମଣ୍ଟେ କାର୍ଲୋ କଟକ ଶୋ’ରୁମ୍‌ର ସ୍ବତ୍ୱାଧିକାରୀ (ମାଲିକ) ଅମିତ ଅଗ୍ରୱାଲଙ୍କ ସମେତ ଏମ୍‌ସିଏଫ୍‌ଏଲ୍‌ର ମିଡିଆ ହେଡ୍‌ ନୀରଜ କୁମାର ନିର୍ବାଣ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

ଏ ସମ୍ପର୍କରେ ଏମ୍‌ସିଏଫ୍‌ଏଲ୍‌ର ଭିପି ପଙ୍କଜ ଶ୍ରୀବାସ୍ତବ କହିଥିଲେ, କଟକରେ ଆମେ ଆମର ନୂତନ ଷ୍ଟୋରର ଆନୁଷ୍ଠାନିକ ଶୁଭାରମ୍ଭ (ଉଦ୍‌ଘାଟନ) କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହି ନୂତନ ଷ୍ଟୋର ଗ୍ରାହକଙ୍କୁ ଏକ ପରିବର୍ତ୍ତନଶୀଳ ଶପିଂ ଅଭିଜ୍ଞତା ପ୍ରଦାନ କରିବ,ଯାହା ମଣ୍ଟେ କାର୍ଲୋଙ୍କ ଟ୍ୟାଗ୍‌ଲାଇନ୍‌ ସହ ଜଡ଼ିତ ରହିଛି। ସେହିଭଳି ଗ୍ରାହକଙ୍କ ଶପିଂ ଅଭିଜ୍ଞତାକୁ କ୍ରମାଗତ ଭାବେ ଉନ୍ନତ କରିବା ସହ ପ୍ରତ୍ୟେକ ପରିଦର୍ଶନ ଏହାକୁ ଆହୁରି ଉନ୍ନତ କରିବା ପାଇଁ ଷ୍ଟୋର ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ମୁମ୍ବାଇ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫...

ବଦଳିବ ବ୍ୟାଙ୍କିଂ ସମୟ! ଓ଼୍ବାର୍କିଂ ଡେ ରହିବ ଏତିକି, ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪ା୧୨: ଆଜିକାଲି କାର୍ଯ୍ୟ-ଜୀବନ ସନ୍ତୁଳନ ଏକ ପ୍ରମୁଖ ସମସ୍ୟା। ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଏହାର ବ୍ୟତିକ୍ରମ ନୁହଁନ୍ତି। ୟୁନିଅନଗୁଡ଼ିକ ବହୁ ଦିନ ଧରି ବ୍ୟାଙ୍କଗୁଡ଼ିକ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri