Posted inଖେଳ

ସିତ୍‌ସିପାସ୍‌ଙ୍କୁ ମଣ୍ଟେ କାର୍ଲୋ ମାଷ୍ଟର୍ସ ଟାଇଟଲ

ମୋନାକୋ, ୧୯ା୪ (ଏପି)-ଗୋଟିଏ ହେଲେ ସେଟ୍‌ ଡ୍ରପ୍‌ ନ କରି ଗ୍ରୀସ୍‌ର ଷ୍ଟିଫାନସ ସିତ୍‌ସିପାସ ମଣ୍ଟେ କାର୍ଲୋ ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିିତ ଫାଇନାଲରେ ସେ ୬-୩, ୬-୩ ସେଟ୍‌ରେ ଆନ୍ଦ୍ରେ ରୁବ୍ଲେଭଙ୍କୁ ହରାଇ ଦେଇଛନ୍ତି। ଫଳରେ ସେ ଚଳିତବର୍ଷ ତାଙ୍କର ପ୍ରଥମ ଏବଂ ମୋଟ ଉପରେ ୬ଷ୍ଠ ଟାଇଟଲ ହାସଲ କରିଛନ୍ତି। ୨୨ ବର୍ଷୀୟା ସିତ୍‌ସିପାସ ଗତବର୍ଷ ଫେବୃୟାରୀରେ ମର୍ସିଲିଠାରେ ଓପନ୍‌ ୧୩ ଇନ୍‌ଡୋର ଟୁର୍ନାମେଣ୍ଟ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

ମ୍ୟାଚ ସମୟରେ ହ୍ୟାଣ୍ଡସେକ୍‌ କରିବେ ଭାରତ-ପାକିସ୍ତାନ? ICC-PCB ବୈଠକରେ କ’ଣ ହେଲା ନିଷ୍ପତ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ପରସ୍ପରର ସାମ୍ନା କରିବେ ବୋଲି ନିଶ୍ଚିତ ହୋଇଛି। ପାକିସ୍ତାନ ପ୍ରଥମେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବାକୁ…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଳା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri