ଭୀଷଣ ବେଗରେ ଆସୁଛି ‘ମୋନ୍ଥା’: ଲ୍ୟାଣ୍ଡଫଲ୍‌ ପୂର୍ବରୁ ଧୋଇଗଲା ବେଳାଭୂମି ରାସ୍ତା

ଭୁବନେଶ୍ୱର,୨୮।୧୦:ସମୁଦ୍ର ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେଇଛି ‘ମୋନ୍ଥା’। ଘଣ୍ଟା ପ୍ରତି ୧୫ କିମି ବେଗରେ ଗତି କରି ନିକଟତର ହେଉଛି। ଏବେ ମଛଲିପଟନମ ଠାରୁ ୧୯୦, କାକିନାଡ଼ାଠାରୁ ୨୭୦ କିମି ଦୂରରେ ଅଛି ‘ମୋନ୍ଥା’। ସେହିପରି ଗୋପାଳପୁର ଠାରୁ ୫୭୦ କିମି ଦୂରରେ ଅଛି। ଆଜି ସଂଧ୍ୟା କିମ୍ବା ରାତିରେ ସ୍ଥଳଭାଗ ଛୁଇଁବ ‘ମୋନ୍ଥା’। ଏହା ଆନ୍ଧ୍ର ଉପକୂଳ କାକିନାଡ଼ା ଦେଇ ଅତିକ୍ରମ କରିବ । ଲ୍ୟାଣ୍ଡଫଲ ବେଳେ ପବନର ସର୍ବାଧିକ ବେଗ ୧୧୦ କିମି ରହିବ। ଲ୍ୟାଣ୍ଡଫଲ୍‌ ପୂର୍ବରୁ କାକିନାଡ଼ା ବେଳାଭୂମି ରାସ୍ତା ଧେଶଇହୋଇଯାଇଛି। ମୋନ୍ଥା ପ୍ରଭାବରେ କାକିନାଡ଼ାରେ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ଉଚ୍ଚ ଉଚ୍ଚ ଜୁଆର ସହ ପବନର ବେଗ ବଢୁଛି। ବେଳାଭୂମି ରାସ୍ତା ଉପରକୁ ମାଡ଼ି ଆସୁଛି ସମୁଦ୍ର ପାଣି। ଫଳରେ ୮ କିମିର କାକିନାଡ଼ା ଓ ଉପପଡ଼ା ବେଳାଭୂମି ରାସ୍ତା କ୍ଷତିଗ୍ରସ୍ତ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri