ଭୟଙ୍କର ବାତ୍ୟାର ରୂପ ନେଲା ‘ମୋନ୍ଥା’, ଏହି ସବୁ ଜିଲାରେ ଘଣ୍ଟାପ୍ରତି ୧୧୦ କି.ମି. ବେଗରେ ବହିବ ପବନ!

ଭୁବନେଶ୍ୱର,୨୮।୧୦: ସମୁଦ୍ର ମଧ୍ୟରେ ବଳ ଗୋଟାଉଛି ଭୀଷଣ ବାତ୍ୟା ‘ମୋନ୍ଥା’। ଘଣ୍ଟା ପ୍ରତି ୧୨ କିମି ବେଗରେ ଗତି କରି ନିକଟତର ହେଉଛି। ମଛଲିପଟନମ ଠାରୁ ୧୪୦, କାକିନାଡ଼ା ଠାରୁ ୨୪୦ କିମି ଏବଂ ଗୋପାଳପୁର ଠାରୁ ୫୩୦ କିମି ଦୂରରେ ଅଛି। ଆଜି ସନ୍ଧ୍ୟା କିମ୍ବା ରାତିରେ ସ୍ଥଳଭାଗ ଛୁଇଁବ । ଆନ୍ଧ୍ର ଉପକୂଳ କାକିନାଡ଼ା ଦେଇ ଅତିକ୍ରମ କରିବ ‘ମୋନ୍ଥା’। ଲ୍ୟାଣ୍ଡଫଲ ବେଳେ ପବନର ସର୍ବାଧିକ ବେଗ ୧୧୦ କିମି ରହିବ ।

ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲାରେ ସର୍ବାଧିକ ୯୦ରୁ ୧୦୦କିମି ବେଗରେ ପବନ ବହିବ । ଝଟକା ପବନର ବେଗ ରହିବ ଘଣ୍ଟାପ୍ରତି ୧୧୦ କିମି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଶର୍ଜିଲ ଇମାମ୍‌ଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୯ା୩: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ଏକ ଅଦାଲତ ସୋମବାର ଆକ୍ଟିଭିଷ୍ଟ ଶର୍ଜିଲ ଇମାମ୍‌ଙ୍କୁ ୧୦ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଭାଇ ବାହାଘରରେ ଯୋଗଦେବା…

ଚିତା ସଂଖ୍ୟା ବୃଦ୍ଧି: କୁନୋ ଜାତୀୟ ଉଦ୍ୟାନରେ ଜ୍ୱାଲାର ୫ ଛୁଆ ଜନ୍ମ

ନୂଆଦିଲ୍ଲୀ,୯ା୩: ନାମିବ୍ୟାରୁ ଅଣାଯାଇଥିବା ଚିତା ଜ୍ୱାଳା ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ସୋମବାର ୫ ଶାବକ ଜନ୍ମ କରିବାରୁ ଭାରତରେ ଚିତାସଂଖ୍ୟା ୫୩କୁ ବୃଦ୍ଧି ପାଇଛି। ଭାରତର…

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

ଖେଳୁଥିବା ବେଳେ ୧୮ ମାସର ଶିଶୁକନ୍ୟାଙ୍କୁ କାମୁଡ଼ିଲା ସାପ, ଦେଖୁଦେଖୁ…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ପଞ୍ଚାୟତ ଦେଉଳପେଡ଼ି ଗ୍ରାମର ଭରତ ବେହେରାଙ୍କ ୧୮ ମାସର ଶିଶୁକନ୍ୟା ରିୟାଂଶି ବେହେରା ସାପ କାମୁଡ଼ାରେ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୦ ପ୍ରାର୍ଥୀ

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri