ମୋନ୍ଥା ପ୍ରଭାବ: କୂଳ ଲଂଘିଲା ସମୁଦ୍ର, ଭୁଶୁଡ଼ିଲା ୩ ଘର

ଖଲ୍ଲିକୋଟ,୨୮।୧୦: ସମୁଦ୍ର ମଧ୍ୟରେ ବଳ ଗୋଟାଉଛି ଭୀଷଣ ବାତ୍ୟା ‘ମୋନ୍ଥା’। ଘଣ୍ଟା ପ୍ରତି ୧୨ କିମି ବେଗରେ ଗତି କରି ସ୍ଥଳଭାଗ ନିକଟତର ହେଉଛି। ବାତ୍ୟା ‘ମୋନ୍ଥା’ ମଛଲିପଟନମଠାରୁ ୧୪୦ କିମି ଦୂରରେ ରହିଥିବା ବେଳେ କାକିନାଡ଼ାଠାରୁ ୨୪୦ କିମି, ଗୋପାଳପୁର ଠାରୁ ୫୩୦ କିମି ଦୂରରେ ରହିଛି। ମଙ୍ଗଳବାର ସନ୍ଧ୍ୟା କିମ୍ବା ରାତିରେ ଆନ୍ଧ୍ର ଉପକୂଳ କାକିନାଡ଼ା ଦେଇ ମୋନ୍ଥା ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଲ୍ୟାଣ୍ଡଫଲ ବେଳେ ପବନର ସର୍ବାଧିକ ବେଗ ୧୧୦ କିମି ରହିବ ବୋଲି ଆକଳନ କରାଯାଇଛି।

‘ମୋନ୍ଥା’ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିଛି। ଏଭଳିସ୍ଥିତିରେ ଗଞ୍ଜାମ ବ୍ଲକ ପୋଡ଼ମପେଟା ଗାଁରେ ସମୁଦ୍ର କୂଳ ଲଂଘିବା ସହ ପାଣି ମାଡ଼ି ଆସିଛି। ଫଳରେ ୩ଟି ଘର ଭୁଶୁଡ଼ି ପଡିଥିବା ସୂଚନା ମିଳିଛି। ଖବର ପାଇ ପ୍ରଶାସନିକ ଅଧିକାରୀ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିବା ଜଣାପଡିଛି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ଭୟଭିତ ହୋଇପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା,୨୩ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ପାରଦ ୪୦ ଡିଗ୍ରୀ ଉପରେ ଅଛି। ମହାନଦୀ, ବାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ୭ ନଦୀ ଶୁଖିଲା ପଡ଼ିଛିି। ଜନଜୀବନ…

୩ ଗାଁରେ ପାଣି ସଙ୍କଟ: ଟ୍ରାଏଲ ସରିଛି, କାର୍ଯ୍ୟକ୍ଷମ ହେଉନି ପାନୀୟ ପ୍ରକଳ୍ପ

ଲୋଇସିଂହା,୨୩।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ପାଇଁ ସମସ୍ତ ପ୍ରସ୍ତୁତି ସରି ଯାଇଛି। ଏପରି କି ପ୍ରକଳ୍ପରୁ ପାନୀୟ ଜଳ ଯୋଗାଣ ଟ୍ରାଏଲ ମଧ୍ୟ କରାଯାଇଛି। ଏହାସତ୍ତ୍ୱେ ବଲାଙ୍ଗୀର…

ଆଉ ସିଗାରେଟ୍‌ କିଣିପାରିବେନି ଯୁବପିଢି: ସରକାର ନେଲେ ବଡ଼ ନିଷ୍ପତ୍ତି

ଲଣ୍ଡନ,୨୩ା୪:ବ୍ରିଟେନ୍‌ରେ ଭବିଷ୍ୟତ ପିଢ଼ିଙ୍କ ପାଇଁ ସିଗାରେଟ୍‌ କିଣା ନିଷିଦ୍ଧ କରିବା ଲାଗି ପାର୍ଲାମେଣ୍ଟରେ ଏକ ବିଲ୍‌ ଗୃହୀତ ହୋଇଛି। ଟବାକୋ ଆଣ୍ଡ ଭେପ୍‌ସ ବିଲ୍‌ ଅନୁଯାୟୀ, ୨୦୦୮…

କାର୍‌ରେ ଆସି ବରଯାତ୍ରୀ ଗାଡ଼ି ଉପରକୁ କଲେ ଗୁଳିମାଡ଼, ଆଉ ତା’ ପରେ…

ବୌଦ୍ଧ,୨୩।୪(ଅଜିତ କୁମାର ବାରିକ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ): ବୌଦ୍ଧ ଜିଲା ଆମ୍ବଝରି ପଞ୍ଚାୟତ ବଏଲବେଡ଼ା ଗ୍ରାମରୁ ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ବେଲପୁଞ୍ଜି ଗ୍ରାମକୁ ମଙ୍ଗଳବାର ରାତିରେ…

ଆଇଆର୍‌ଏସ୍‌ ଅଫିସରଙ୍କ ଝିଅଙ୍କୁ ବଳାତ୍କାର ପରେ ହତ୍ୟା: କାରଣ ଜାଣିଲେ ହୋଇଯିବେ ସ୍ତବ୍ଧ

ନୂଆଦିଲ୍ଲୀ,୨୩ା୪:ଦିଲ୍ଲୀର ଜଣେ ବରିଷ୍ଠ ଭାରତୀୟ ରାଜସ୍ବ ସେବା (ଆଇଆର୍‌ଏସ୍‌) ଅଫିସରଙ୍କ ୨୨ ବର୍ଷୀୟା ଝିଅଙ୍କୁ ତାଙ୍କ ଦିଲ୍ଲୀସ୍ଥିତ ବାସଭବନରେ ବୁଧବାର ସକାଳେ ବଳାତ୍କାର ପରେ ହତ୍ୟା କରାଯାଇଛି।…

ପର୍ଯ୍ୟଟନ ମାନଚିତ୍ରରେ ସାମିଲ ହେଲା ବରଗଡ଼ ଜିଲାର ଏହି ପର୍ଯ୍ୟଟନ କ୍ଷେତ୍ର

ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ୨ ଶୈବପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କେନ୍ଦ୍ରର ମାନ୍ୟତା ଦେଇଛନ୍ତି। ସେଗୁଡ଼ିକ ହେଲା, ପଶ୍ଚିମ ଓଡ଼ିଶାର ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ…

ବ୍ରେକ୍‌ ଫେଲ୍‌ ସାଜିଲା କାଳ: ଦୁଇଟି ଟ୍ରକ୍‌ ମଧ୍ୟରେ ଚାପି ହୋଇଗଲା ବୋଲେରୋ, ଜୀବନ୍ତ ଜଳିଗଲେ ୬ ଯାତ୍ରୀ, ମୃତ୍ୟୁର ଚିତ୍କାରରେ…

ମିର୍ଜାପୁର,୨୨।୪: ମିର୍ଜାପୁର-ରିୱା ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗାଡ଼ି ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଉଁଶ ବଣ, ୭ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ…

ବନ୍ତ,୨୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ସମ୍ମୁଖରେ ଥିବା ଏକ ବାଉଁଶ ବଣରେ ବୁଧବାର ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଅଗ୍ନିକାଣ୍ଡରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri