ବଳ ଗୋଟାଉଛି ମୋନ୍ଥା: ମଛଲିପଟନମରେ କରିବ କି ଲ୍ୟାଣ୍ଡଫଲ

ଭୁବନେଶ୍ୱର,୨୮।୧୦: ସମୁଦ୍ର ମଧ୍ୟରେ ବଳ ଗୋଟାଉଛି ଭୀଷଣ ବାତ୍ୟା ‘ମୋନ୍ଥା’। ଘଣ୍ଟା ପ୍ରତି ୧୨ କିମି ବେଗରେ ଗତି କରି ନିକଟତର ହେଉଛି। ମଛଲିପଟନମ ଠାରୁ ୧୪୦, କାକିନାଡ଼ା ଠାରୁ ୨୪୦ କିମି ଦୂରରେ ରହିଛି। ଗୋପାଳପୁର ଠାରୁ ୫୩୦ କିମି ଦୂରରେ ’ମୋନ୍ଥା’ ରହିଛି। ମଙ୍ଗଳବାର ସନ୍ଧ୍ୟା କିମ୍ବା ରାତିରେ ସ୍ଥଳଭାଗ ଛୁଇଁବ ‘ମୋନ୍ଥା’। ଆନ୍ଧ୍ର ଉପକୂଳ କାକିନାଡ଼ା ଦେଇ ଅତିକ୍ରମ କରିବ ‘ମୋନ୍ଥା’। ଲ୍ୟାଣ୍ଡଫଲ ବେଳେ ପବନର ସର୍ବାଧିକ ବେଗ ୧୧୦ କିମି ରହିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଓଡ଼ିଶାର…

ବଲାଙ୍ଗୀର,୮ା୩(ସୁନିଲ କୁମାର ମହାନ୍ତି): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଅଡିଟୋରିୟମରେ ବଲାଙ୍ଗୀର ଜିଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦ୍‌ଘାଟିତ ହୋଇଛି।…

ଅନ୍ତର୍ଜାତୀୟ ମହିଳା ଦିବସରେ ଏକାଠି ହେଲେ ମହିଳା, ନିଜେ ସ୍ବାବଲମ୍ବୀ ହେବା ସହ…

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ଆମ୍ବ ବଗିଚାଠାରେ ରବିବାର ମଧ୍ୟାହ୍ନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ନାରୀ ମହାସଂଘର…

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି

ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ…

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri