ଭୀଷଣ ବାତ୍ୟାର ରୂପ ନେବ ‘ମୋନ୍ଥା’: ସ୍ପଷ୍ଟ ହେଲା ଏଇଠି କରିବ ଲ୍ୟାଣ୍ଡ୍‌ଫଲ

ଭୁବନେଶ୍ୱର,୨୫ା୧୦: ଆସନ୍ତା ୨୮ ତାରିଖ ସନ୍ଧ୍ୟା ଅର୍ଥାତ୍‌ ମଙ୍ଗଳବାର ପରେ ଆନ୍ଧ୍ର କାକିନଡ଼ା ପାଖରେ ବାତ୍ୟା ଲ୍ୟାଣ୍ଡ୍‌ଫଲ କରିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

ତେବେ ବାତ୍ୟା ‘ମୋନ୍ଥା’ ମଛଲିପଟ୍ଟନମ ଓ କଳିଙ୍ଗପଟ୍ଟନମ ଭିତରେ କାକିନଡ଼ାରେ ଲ୍ୟାଣ୍ଡ୍‌ଫଲ କରିବ। ଭୀଷଣ ବାତ୍ୟାର ରୂପ ନେଇ ଅତିକ୍ରମ କରିବ। ଲ୍ୟାଣ୍ଡ୍‌ଫଲ ବେଳେ ପବନର ବେଗ ୯୦ରୁ ୧୦୦ କିମି ରହିବ ରହିବ ବୋଲି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା କହିଛନ୍ତି।

ଓଡ଼ିଶାରେ ୨୮ ଓ ୨୯ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାରେ ୬୦ରୁ ୭୦ କିମି ବେଗରେ ପବନ ବହିବ। ଉପକୂଳବର୍ତ୍ତୀ ପୁରୀ, ଖୋର୍ଦ୍ଧା, କନ୍ଧମାଳରେ ୫୦ରୁ ୭୦ କିମି ପବନ।

ସେପଟେ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ ପାଇଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବିଭାଗୀୟ ଅଧିକାରୀଙ୍କ ସହ ଭିସିରେ ଜିଲାପାଳମାନେ ଉପସ୍ଥିତ ଅଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri