ମାସେ ବଢ଼ିଲା କୋଭିଡ୍‌ କଟକଣା

ନୂଆଦିଲ୍ଲୀ, ୨୯।୯: କେତେକ ରାଜ୍ୟର ନିର୍ଦ୍ଦିଷ୍ଟ ଅଞ୍ଚଳରେ କରୋନା ସଂକ୍ରମଣ ବଢ଼ୁତ୍ଥିବାରୁ ଜନସ୍ବାସ୍ଥ୍ୟ ପାଇଁ ଏହା ବଡ଼ ଚ୍ୟାଲେଞ୍ଜ ହୋଇ ରହିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କୋଭିଡ୍‌ କଟକଣାକୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଅକ୍ଟୋବର ପାର୍ବଣ ଋତୁ ହୋଇଥିବାରୁ ଗାଇଡ୍‌ଲାଇନ ପାଳନକୁ କଡ଼ାକଡ଼ି କରିବା ପାଇଁ ସ୍ବରାଷ୍ଟ୍ର ସଚିବ ଅଜୟ ଭାଲ୍ଲା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ସଚିବମାନଙ୍କୁ ପତ୍ର ଲେଖି ଜଣାଇଛନ୍ତି। ପାର୍ବଣ ସମୟରେ କଟକଣା କୋହଳ ହେଲେ ସଂକ୍ରମଣ ପୁଣି ବଢ଼ିପାରେ। ସଂକ୍ରମଣ ହାର, ହସ୍ପିଟାଲରେ କୋଭିଡ୍‌ ରୋଗୀ ସଂଖ୍ୟା ଆଦି ସମ୍ପର୍କରେ ନିୟମିତ ଅନୁଧ୍ୟାନ କରିବା ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ପ୍ରାୟ ୭୫ ପ୍ରତିଶତ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି।…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

କୋରାପୁଟ,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri