୩ମାସରେ ୮୩୦୦କୋଟି ଟଙ୍କା ଋଣ ପରିଶୋଧ କରିବ ବେଦାନ୍ତ, କମ୍ପାନୀର ରେଟିଂ ହ୍ରାସ କଲା ମୁଡିଜ

ନୂଆଦିଲ୍ଲୀ,୨୭।୯: ଉଦ୍ୟୋଗପତି ଅନିଲ ଅଗ୍ରୱାଲଙ୍କ କମ୍ପାନୀ ବେଦାନ୍ତର ସମସ୍ୟା ବଢିବାରେ ଲାଗିଛି। କମ୍ପାନୀ କରଜରେ ବୁଡି ରହିଛି। ବର୍ତ୍ତମାନ ମୁଡି ଇନଭେଷ୍ଟର୍ସ ସର୍ଭିସେସ କମ୍ପାନୀର କ୍ରେଡିଟ ରେଟିଂ ହ୍ରାସ କରିଛି। କମ୍ପାନୀ ଦିନକୁ ଦିନ ଋଣ ଚାପରେ ଫସୁଥିବା ଦେଖି ବେଦାନ୍ତ ଲିମିଟେଡର ମୂଳ କମ୍ପାନୀ ବେଦାନ୍ତ ରିସୋର୍ସ ଲିମିଟେଡର କର୍ପୋରଟ ଫ୍ୟାମିଲି ରେଟିଂକୁ ଡାଉନଗ୍ରେଡ କରିଦେଇଛି ମୁଡିଜ। ଯଦି କମ୍ପାନୀ ଆଗାମୀ ସମୟରେ ଋଣ ପରିଶୋଧ କରିବାକୁ ଅର୍ଥ ସଂଗ୍ରହ କରିବାରେ ଅସମର୍ଥ ହୁଏ ତେବେ ଏହାର ରେଟିଂ ଆହୁରି ହ୍ରାସ ପାଇବ ବୋଲି ମୁଡିଜ ସତର୍କ କରାଇଛି।

ବେଦାନ୍ତ ରିସୋର୍ସ ଲିମିଟେଡର ଏକ ବିଲିୟନ ଡଲାର (ପ୍ରାୟ ୮୩୦୦ କୋଟି ଟଙ୍କା) ବଣ୍ଡ ଜାନୁୟାରୀ ୨୦୨୪ରେ ମ୍ୟାଚୁର ହେବାକୁ ଯାଉଛି। ସମାନ ପରିମାଣର ଆଉ ଏକ ବଣ୍ଡ ଅଗଷ୍ଟ ୨୦୨୪ରେ ମ୍ୟାଚୁର ହେବ। ଏହାର ଅର୍ଥ ବେଦାନ୍ତକୁ ଏହି ଟଙ୍କା ସୁଧ ସହିତ ଫେରସ୍ତ କରିବାକୁ ପଡିବ।
ବେଦାନ୍ତ ରିସୋର୍ସ ହେଉଛି ବେଦାନ୍ତ ଲିମିଟେଡର ପ୍ୟାରେଣ୍ଟ କମ୍ପାନୀ। ଜାନୁଆରୀ ଏବଂ ଅଗଷ୍ଟ କିସ୍ତି ବ୍ୟତୀତ କମ୍ପାନୀକୁ ୧.୨ ବିଲିୟନ ଡ଼ଲାର ଅର୍ଥାତ ମାର୍ଚ୍ଚ ୨୦୨୫ସୁଦ୍ଧା ୯୯୯୦ କୋଟି ଟଙ୍କା ଋଣ ପରିଶୋଧ କରିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri