କାଲିଫର୍ନିଆରୁ ଧରାପଡ଼ିଲେ ଗ୍ୟାଙ୍ଗଷ୍ଟାର ଗୋଲ୍ଡି ବ୍ରାର: ମୁସେଓ୍ବାଲାଙ୍କୁ ହତ୍ୟା ପରେ ହୋଇଥିଲେ ଫେରାର

କାଲିଫର୍ନିଆ/ଚଣ୍ଡିଗଡ଼,୨।୧୨: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେଓ୍ବାଲାଙ୍କ ହତ୍ୟାର ମାଷ୍ଟରମାଇଣ୍ଡ ଗୋଲ୍ଡି ବ୍ରାରଙ୍କୁ ଆମେରିକାର କାଲିଫର୍ନିଆରୁ ହେପାଜତକୁ ନିଆଯାଇଛି। କିଛି ସମୟ ପୂର୍ବରୁ ତାଙ୍କ ବିରୋଧରେ ଇଣ୍ଟରପୋଲ ପକ୍ଷରୁ ଏକ ରେଡ୍‌ କର୍ନର ନୋଟିସ୍‌ ଜାରି କରାଯାଇଥିଲା। ଗୋଲ୍ଡି ବ୍ରାରଙ୍କ ବିରୋଧରେ ଭାରତରେ ୧୬ରୁ ଊର୍ଦ୍ଧ୍ୱ ମାମଲା ରୁଜୁ ହୋଇଛି। ସେ ଭାରତରୁ କନାଡାକୁ ଫେରାର ହୋଇଯାଇଥିଲେ। କିନ୍ତୁ କିଛି ସମୟ ପୂର୍ବରୁ ଗୋଲ୍ଡି କାଲିଫର୍ନିଆକୁ ନିଜର ନୂତନ ଠିକଣା କରିନେଇଥିଲେ। ସୂଚନାଯୋଗ୍ୟ, ମେ’ ୨୯ରେ ସିଦ୍ଧୁଙ୍କୁ ହତ୍ୟା କରାଯାଇଥିଲା। ଆଉ ହତ୍ୟା ପଛରେ ମାଷ୍ଟରମଇଣ୍ଡ ଗୋଲ୍ଡି ବ୍ରାର ଏବଂ ଲରେନ୍ସ ବିଷ୍ଣୋଇ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ‘ପରମାଣୁ ଶକ୍ତି’ କେନ୍ଦ୍ର ପାଇଁ ଜମି ଖୋଜାଚାଲିଛି

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ଓଡ଼ିଶାରେ ପରମାଣୁ ଶକ୍ତି ପ୍ରକଳ୍ପ ପାଇଁ ସରକାର ଓ ବୃହତ୍‌ ଶିଳ୍ପସଂସ୍ଥା ଜମି ଖୋଜୁଛନ୍ତି। ଏଥିପାଇଁ ଦୁଇଟି ସ୍ଥାନରେ ପ୍ରାଥମିକ ପର୍ଯ୍ୟାୟରେ ଜମି…

ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ୧,୦୫୦ ଟପିଲା

କାଠମାଣ୍ଡୁ,୨ା୯: ନେପାଳର ପ୍ରଳୟଙ୍କରୀ ଅଚାନକ ବନ୍ୟାଜନିତ ମୃତ୍ୟୁସଂଖ୍ୟା ମଙ୍ଗଳବାର ୧,୦୫୦ ଟପିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକ ମୃତଦେହ ମିଳୁଥିବା ଅଧିକାରୀମାନେ କହିଛନ୍ତି। ଲଗାଣ ବର୍ଷା…

ଗ୍ରୀନ୍‌ ବିଲ୍ଡିଂରେ ୨୪% ପର୍ଯ୍ୟନ୍ତ ଖର୍ଚ୍ଚ ସଞ୍ଚୟ ସମ୍ଭବ

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ସୌର ଓ ଅକ୍ଷୟ ଶକ୍ତି ବ୍ୟବହାର ଦ୍ୱାରା କେବଳ ଯେ ପରିବେଶକୁ ସୁସ୍ଥ ଓ ସବୁଜ ରଖାଯାଇପାରିବ ତାହା ନୁହେଁ, ପରିବାରର ଖର୍ଚ୍ଚ…

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri