ଜେଲ୍‌ ଦଣ୍ଡାଦେଶ ପରେ ପ୍ରତିକ୍ରିୟା ରଖିଲେ ବିଧାୟକ ମୋକିମ

କଟକ ଅଫିସ,୨୯।୯: ଦୁର୍ନୀତି ମାମଲାରେ କଂଗ୍ରେସ ବିଧାୟକ ତଥା ମେଟ୍ରୋ ବଲ୍ଡର୍ସର ଏମ୍‌ଡି ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଛି। ଏହାକୁ ନେଇ ମୋକିମ ନିଜର ପ୍ରତିକ୍ରିୟା ରଖିଛନ୍ତି, ସେ କହିଛନ୍ତି ବ୍ୟବସାୟ କରି ବିରୋଧୀ ଦଳରୁ ରାଜନୀତି କଲେ ଏମିତି ସାମ୍ନା କରିବାକୁ ପଡେ। ଆମେ ଦେଢ କୋଟି ଟଙ୍କା ଋଣ ନେଇଥିଲୁ । ଆଉ ୧.୨୬ କୋଟି ଶୁଝିଥିଲୁ। କୌଣସି ପ୍ରକାର ଅନୀତି ହୋଇନାହିଁ ବୋଲି କହିଛନ୍ତି ମୋକିମ। ଏବେ ମୁଁ ଜାମିନ୍‌ରେ ଅଛି । ଆସନ୍ତାକାଲି ହାଇକୋର୍ଟରେ ରାୟ ବିରୁଦ୍ଧରେ ମୁଁ ପୁଣି ଆପିଲ କରିବି ବୋଲି ସେ କହିଛନ୍ତି ।

ଓଡ଼ିଶା ଗୃହ ନିର୍ମାଣ ଏବଂ ଉନ୍ନୟନ ନିଗମ ମାମଲାରେ ଭିଜିଲାନ୍ସ କୋର୍ଟ ମୋକିମଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଥିଲେ ।ଏହାସହ ପୂର୍ବତନ ଆଇଏଏସ ବିନୋଦ କୁମାର, ମେଟ୍ରୋ ବିଲ୍ଡରର ନିର୍ଦ୍ଦେଶକ ପିୟୂଷ ମହାନ୍ତି ଏବଂ କମ୍ପାନୀ ସେକ୍ରେଟାରୀ ସ୍ବସ୍ତି ରଞ୍ଜନ ମହାପାତ୍ରଙ୍କୁ ୩ ବର୍ଷ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri