Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ଉପରେ ଆପତ୍ତିଜନକ ପୋଷ୍ଟ କଲେ ୧୫ ବର୍ଷର ବାଳକ: ମିଳିଲା ନିଆରା ଦଣ୍ଡ

ମୁରାଦାବାଦ୍‌,୨୪।୫: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉପରେ ସୋସିଆଲ୍‌ ମିଡିଆରେ ଆପତ୍ତିଜନକ ପୋଷ୍ଟ କରିବା ଅଭିଯୋଗରେ ୧୫ ବର୍ଷୀୟ ବାଳକଙ୍କୁ ଏକ ନିଆରା ଦଣ୍ଡ ଦିଆଯାଇଛି। କିଶୋର ନ୍ୟାୟ ବୋର୍ଡ(ଜେଜେବି) ପକ୍ଷରୁ ବାଳକଙ୍କୁ ଦଣ୍ଡ ସ୍ବରୂପ ୧୫ ଦିନ ପାଇଁ ସାମାଜିକ ସେବା କରିବା ଏବଂ ୧୦ ହଜାର ଟଙ୍କା ଜୋରିମନା ଦେବାକୁ କୁହାଯାଇଛି। ଫଳରେ ବାଳକଙ୍କୁ ସାର୍ବଜନୀନ ସ୍ଥାନରେ ଗୋଶାଳା ସଫା କରିବାକୁ ପଡ଼ିବ। ନାବାଳକ ଏବଂ ଏହା ପ୍ରଥମ ଅପରାଧ ହୋଇଥିବାରୁ ପୋର୍ଡ ପକ୍ଷରୁ ତାଙ୍କୁ କମ୍‌ ଦଣ୍ଡ ମିଳିଛି। ସରକାରୀ ଓକିଲ ଅତୁଲ ସିଂ କହିଛନ୍ତି,ଅଭିଯୁକ୍ତ ଜଣଙ୍କ ସୋସିଆଲ ମିଡିଆରେ ଏକ ଉତ୍ତେଜନାମୂଳକ ବାର୍ତ୍ତା ସହ ମୁଖ୍ୟମନ୍ତ୍ରୀ ଯୋଗୀ ଅରଦିତ୍ୟନାଥଙ୍କ ଏକ ବ୍ୟଙ୍ଗ ଚିତ୍ର ଶେୟାର କରିଥିଲେ। ଚଳିତ ମାସ ଆରମ୍ଭରେ ତାଙ୍କ ବିରୋଧରେ ଥାନାରେ ଏକ ମାମଲା ରୁଜୁ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri