Posted inଖେଳ

ତୃତୀୟ ମ୍ୟାଚ୍‌ ଖେଳିବାକୁ ଟିମ୍‌ ଉତ୍ସାହର ସହ ଅପେକ୍ଷା କରିଛି: ସୂର୍ଯ୍ୟକୁମାର

ମଞ୍ଚେଷ୍ଟର,୧୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ରବିବାର ଖେଳାଯିବ। ଦୁଇଟି ମ୍ୟାଚ୍‌ ପରେ ଉଭୟ ଦଳ ୧-୧ରେ ସମାନ ସ୍ଥିତିରେ ଅଛନ୍ତି। ଏଣୁ ଉଭୟ ଦଳ ପାଇଁ ମ୍ୟାଚ୍‌ର ଗୁରୁତ୍ୱ ଅଧିକ। ତେବେ ଭାରତୀୟ ଦଳ ମ୍ୟାଚ୍‌ ଲାଗି ବହୁତ ଉତ୍ସାହିତ ଥିବା ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର ଯାଦବ କହିଛନ୍ତି।

ଶନିବାର ସନ୍ଧ୍ୟାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାର କହିଛନ୍ତି, ଆମେ ମ୍ୟାଚ୍‌ ବିଷୟରେ ବେଶି କିଛି ଭାବୁନାହୁଁ। ଟି୨୦ ସିରିଜ ଶେଷ ହୋଇଛି। ଏଥିରେ ଆମେ ବିଜେତା ହୋଇଛୁ। ଏବେ ଆମେ ତୃତୀୟ ଦିନିକିଆ ମ୍ୟାଚ୍‌କୁ ନେଇ ଉତ୍ସାହିତ ଅଛୁ। ପିଚ୍‌ ବହୁତ ଭଲ ରହିଛି। ଏଣୁ ଦଳ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିବ ବୋଲି ଆଶା ଥିବା ସେ କହିଛନ୍ତି।

କହିରଖୁଛୁ, ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଦୁଇଟି ଦିନିକିଆରୁ ପ୍ରଥମଟି ଟିମ୍‌ ଇଣ୍ଡିଆ ଜିତିନେଇଥିଲା। ସେହିଭଳି ଦ୍ୱିତୀୟରେ ଇଂଲଣ୍ଡ ବିଜେତା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?