Advertisement
Posted inଜାତୀୟ

ଝୁଲାପୋଲ ଭୁଶୁଡିବା ଘଟଣା: ନିଲମ୍ବିତ ହେଲେ ମ୍ୟୁନିସିପାଲଟି ଅଧିକାରୀ

ଅହମ୍ମଦାବାଦ,୪।୧୦: ଗୁଜରାଟ ମୋରବିରେ ଝୁଲାପୋଲ ଭୁଶୁଡିବା ଘଟଣାରେ ଶୁକ୍ରବାର ମ୍ୟୁନିସିପାଲଟି ଅଧିକାରୀ ସନ୍ଦୀପସିନ ଜାଲାଙ୍କୁ ନିଲମ୍ବନ କରାଯାଇଛି।
ଗତ ୩୦ ତାରିଖରେ ମୋରବି ସହରର ମାଚ୍ଛୁ ନଦୀ ଉପରେ ଥିବା ବ୍ରିଜ୍‌ଟି ହଠାତ୍‌ ଭୁଶୁଡି ପଡିଥିଲା। ଫଳରେ ବ୍ରିଜ୍‌ ଉପରେ ଥିବା ଲୋକ ନଦୀକୁ ଖସିପଡିଥିଲେ। ଏହି ଘଟଣାରେ ୧୪୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜଣେ ଧନକୁବେରଙ୍କ ଘରେ ଚଢାଉ

କନୌଜ,୩୧।୧୨: ଉତ୍ତରପ୍ରଦେଶର କନୌଜ ସହରର ସୁଗନ୍ଧ ବ୍ୟବସାୟୀଙ୍କ ସମସ୍ୟା ଥମିବାର ନାମ ନେଉନାହିଁ। ଏଠାରେ ସୁଗନ୍ଧିତ ବ୍ୟବସାୟୀ ପୀୟୁଷ ଜୈନଙ୍କଠାରୁ ମିଳିଥିବା ବିପୁଳ ନଗଦ କଳା...

ଉପମୁଖ୍ୟମନ୍ତ୍ରୀ ପଛରେ: ବନ୍ଦ ରହିଛି ଗଣନା

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ବହୁମତରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିଜୟୀ ହୋଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ କେଶବ...

କାନ୍ଥ ନୁହେଁ ସମ୍ପର୍କର ସେତୁ ସ୍ଥାପନ କରନ୍ତୁ ସରକାର: ରାହୁଲ

ନୂଆଦିଲ୍ଲୀ, ୨।୨: କୃଷି ଆଇନ ନେଇ ଚାଷୀ ସଂଗଠନ ଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳନକାରୀ ଯେଭଳି ଦିଲ୍ଲୀରେ ପ୍ରବେଶ ନ କରିପାରିବେ ସେଥି...

ୟୁପିରେ ଏଏପି ସରକାର ଗଢିଲେ ମାଗଣା ମିଳିବ ବିଜୁଳି

ଲକ୍ଷ୍ନୌ,୧୬ ।୯: ଦିଲ୍ଲୀର ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଗୁରୁବାର ଏକ ବଡ ଘୋଷଣା କରିଛନ୍ତି । ଉତ୍ତର ପ୍ରଦେଶରେ ଏକ ଖବରଦାତା ସମ୍ମିଳନୀରେ ସେ...

କୋଭାକ୍ସିନ-କୋଭିଶିଲ୍ଡର ହେବ ମିଶ୍ରଣ ବ୍ୟବହାର ପରୀକ୍ଷା

ନୂଆଦିଲ୍ଲୀ,୩୧ା୫: ଦେଶରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଟିକାକୁ ନେଇ ବିଭିନ୍ନ ପ୍ରକାର ପରୀକ୍ଷା ନିରୀକ୍ଷା କରାଯାଉଛି। ଭାରତ ନିକଟରେ ବର୍ତ୍ତମାନ କୋଭିଶିଲ୍ଡ ଏବଂ କୋଭାକ୍ସିନ...

ଲୋକ ସଭା ନିର୍ବାଚନ: ପ୍ରଥମ ୨ଘଣ୍ଟାରେ ଆସାମ, ବିହାରରେ ସର୍ବାଧିକ ମତଦାନ

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ। ସକାଳ ୭ଟାରୁ ଆରମ୍ଭ ହୋଇଥିବା ଏହି ମତଦାନ କାର୍ଯ୍ୟକ୍ରମରେ ପ୍ରଥମ ୨ ଘଣ୍ଟାରେ...

ମଦ୍ରାସାରେ ବିବାହ କଲେ ୭୬ ମୁସଲମାନ, ୨୫ ହିନ୍ଦୁ ଯୋଡି

ବେଲାଗଭି,୨୨।୨: ସାମ୍ପ୍ରଦାୟିକ ସଦ୍‌ଭାବର ଏକ ବଡ ଉଦାହରଣ ଦେଖିବାକୁ ମିଳିଛି କର୍ନାଟକ ବେଲାଗଭିରେ ଥିବା ଏକ ମଦ୍ରାସାରେ। ଶୁକ୍ରବାର ଏହି ମଦ୍ରାସା ପରିସରରେ ଏକ ସାମୁହିକ...

ବର୍ଷାରେ ଦିଲ୍ଲୀ ଉବୁଟୁବୁ

ନୂଆଦିଲ୍ଲୀ, ୨୦।୭(ପି.ଟି.): ଦିଲ୍ଲୀରେ ସୋମବାର ସକାଳୁ ପ୍ରବଳ ବର୍ଷା ଲାଗି ରହିବା ଫଳରେ ଅଧିକାଂଶ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ ଟ୍ରାଫିକ୍‌ ଜାମ୍‌ ସମସ୍ୟା ସୃଷ୍ଟି...

Advertisement
Archives

Model This Week