ରାଜ୍ୟରେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୧୭୮୫ କରୋନା ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୭୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବଧିକ ୪୦୪ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୨୬୩, କଟକରୁ ୧୨୬, ସମ୍ବଲପୁରରୁ ୧୨୬, କେନ୍ଦୁଝରରୁ ୧୦୧, ମାଲକାନଗିରିରୁ ୯୧, କନ୍ଧମାଳରୁ ୮୪, ରାୟଗଡ଼ାରୁ ୮୧, ଗଜପତିରୁ ୮୦, ଢେଙ୍କାନାଳରୁ ୬୦, ମୟୂରଭଞ୍ଜରୁ ୫୦, ଯାଜପୁରରୁ ୪୯, କଳାହାଣ୍ଡିରୁ ୪୮, ବାଲେଶ୍ୱରରୁ ୩୨, ନୟାଗଡ଼ରୁ ୩୧, ସୁନ୍ଦରଗଡ଼ରୁ ୩୦, ଭଦ୍ରକରୁ ୨୮, କେନ୍ଦ୍ରାପଡ଼ାରୁ ୨୪, ପୁରୀରୁ ୨୨, ବରଗଡ଼ରୁ ୧୦, ନୂଆପଡ଼ାରୁ ୧୦, ନବରଙ୍ଗପୁରରୁ ୮, ଜଗତସିଂହପୁର-କୋରାପୁଟରୁ ୭, ବଲାଙ୍ଗୀରରୁ ୫, ବୌଦ୍ଧରୁ ୪, ଝାରସୁଗୁଡାରୁ ୩, ଦେବଗଡ଼ରୁ ଜଣେ ଅଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୪,୮୦୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri