ରାଜ୍ୟରେ ବେକାବୁ କରୋନା: ଆଜି ଚିହ୍ନଟ ହେଲେ ୩୮୧୦ ଆକ୍ରାନ୍ତ, କେବଳ ଖୋର୍ଦ୍ଧାରୁ ୭୯୭

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟରେ ଆଉ ୩୮୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୨୮୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୫୨୪ ଲୋକାଲ କଣ୍ଟାକ୍ଟ ରହିଛି। ଏହାକୁ ମିଶାଇ ଓଡ଼ିଶାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୨୪୦,୩୧କୁ ବୃଦ୍ଧି ପାଇଥିବା ରବିବାର ପୂର୍ବାହ୍ନରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

୩୦ ଜିଲାରୁ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାର ସର୍ବାଧିକ ୭୯୭ଜଣ ଥିବା ବେଳେ ଅନୁଗୋଳର ୭୩, ବାଲେଶ୍ୱରର ୧୨୦, ବରଗଡ଼ର ୩୯୬, ଭଦ୍ରକର ୧୦୭, ବଲାଙ୍ଗୀରର ୪୩, ବୌଦ୍ଧର ୨୯, କଟକର ୩୨୨, ଦେବଗଡ଼ର ୭, ଢେଙ୍କାନାଳର ୫୧, ଗଜପତିର ୨୦, ଗଞ୍ଜାମର ୧୦୮, ଜଗତସିଂହପୁରର ୬୭, ଯାଜପୁରର ୨୫୨, ଝାରସୁଗୁଡ଼ା ୧୯୨, କଳାହାଣ୍ଡିର ୫୭, କଳାହାଣ୍ଡିର ୫୭, କନ୍ଧମାଳର ୪୫, କେନ୍ଦ୍ରାପଡ଼ାର ୧୦୩, କେନ୍ଦୁଝରର ୮୪, କୋରାପୁଟର ୮୪, ମାଲକାନଗିରିର ୩୭, ମୟୂରଭଞ୍ଜର ୧୪୨, ନବରଙ୍ଗପୁରର ୭୮, ନୟାଗଡ଼ର ୬୨, ନୂଆପଡ଼ାର ୯୩, ପୁରୀର ୧୧୭, ରାୟଗଡ଼ାର ୧୦୧, ସମ୍ବଲପୁରର ୧୦୬, ସୁନ୍ଦରଗଡ଼ର ୩୪ଜଣ ଅଛନ୍ତି। ବର୍ତ୍ତମାନ ୯୩୭୭୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୯୬୫୮ ଆକ୍ଟିଭ କେସ୍‌ ରହିଥିବା ବିଭାଗ ପକ୍ଷରୁ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?