ଆହୁରି ମହଙ୍ଗା ହେଲା ସୁନା ଦର

ନୂଆଦିଲ୍ଲୀ,୨୪।୨: ଆହୁରି ମହଙ୍ଗା ହେଲା ସୁନା ଓ ରୂପା। ଭାରତରେ ୧୦ ଗ୍ରାମ ପିଛା ସୁନା ଦର ପାଖାପାଖି ୧୪୦୦ ଟଙ୍କା ବଢିିଛି। ସେପଟେ ଏକ କିଲୋ ରୁପା ଦାମ୍‌ରେ ମଧ୍ୟ ୨ ହଜାରରୁ ଅଧିକ ଟଙ୍କା ବୃଦ୍ଧି ପାଇଛି। ଭାରତୀୟ ବଜାରରେ ଆଜି ଜାରି ହୋଇଥିବା ସୁନା-ରୁପାର ନୂଆ ଦର ଅନୁସାରେ ୯୯୯ ପିୟ୍ୟୁରିଟି ଥିବା ୧୦ ଗ୍ରାମ ସୁନା ଦାମ ୫୧,୪୧୯ ଟଙ୍କାରେ ପହଞ୍ଚିଛି। ସେହିପରି ଏକ କିଲୋ ରୁପା ଦାମ ବୃଦ୍ଧି ପାଇ ୬୬୫୧୦ରେ ପହଞ୍ଚିଛି।
ସୂଚନା ମୁତାବକ, ପ୍ରତିଦିନ ସୁନା ଓ ରୁପା ଦାମ୍‌ରେ ପରିବର୍ତ୍ତନ ହୁଏ। କିନ୍ତୁ ଆଜି ୟୁକ୍ରେନ ଓ ରୁଷ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧର ପ୍ରଭାବ ଭାରତୀୟ ବଜାର ଉପରେ ପଡିଥିବା ଦେଖିବାକୁ ମିଳିଛି। ୯୯୯ ପିୟ୍ୟୁରିଟି ଥିବା ଖାଣ୍ଟି ସୁନା ଦାମ ୧୦ ଗ୍ରାମ ପିଛା ୧୩୭୦ ଟଙ୍କା ବଢିଥିବା ବେଳେ  ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୧୩୬୪, ୨୨ କ୍ୟାରେଟ ସୁନାରେ ୧୨୫୫, ୧୮ କ୍ୟାରେଟ ସୁନା ୧୦୭୨, ୧୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୮୦୧ଟଙ୍କା ବୃଦ୍ଧି ପାଇଛି। ସେପଟେ ଏକ କିଲୋଗ୍ରାମ ରୁପା ପିଛା ୨୨୯୮ ଟଙ୍କା ବୃଦ୍ଧି ପାଇଥିବା ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri