ପେମେଣ୍ଟ ଗେଟ୍‌ୱେରେ ଅଧିକ ସଞ୍ଚୟ ସୁବିଧା

ଭୁବନେଶ୍ୱର,୧୯।୬ : ଡିଜିଟାଲ ଅର୍ଥ ଦେଣନେଣ ପ୍ଲାଟଫର୍ମ ଫୋନ୍‌ ପେ ପକ୍ଷରୁ ଏକ ଅଭିନବ ସୁବିଧା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଫୋନ୍‌ ପେର ପେମେଣ୍ଟ ଗେଟୱେ କ୍ଷୁଦ୍ର ଏବଂ ମଧ୍ୟମ ବ୍ୟବସାୟଗୁଡ଼ିକୁ ୮ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସଞ୍ଚୟ କରିବାରେ ସକ୍ଷମ କରୁଛି। ବିଶେଷ କରି ଅଧିକାଂଶ ପେମେଣ୍ଟ ଗେଟୱେଗୁଡ଼ିକ ଏକ ଷ୍ଟାଣ୍ଡାର୍ଡ ଟ୍ରାଞ୍ଜାକ୍ସନ ଫି ହିସାବରେ ୨% ଚାର୍ଜ କରୁଥିବାବେଳେ ଫୋନପେ ପେମେଣ୍ଟ ଗେଟୱେରେ ନୂତନ ବ୍ୟବସାୟୀମାନଙ୍କ ପାଇଁ ମାଗଣାରେ ଅନବୋର୍ଡ କରିବା ଲାଗି ଏକ ନୂଆ ଅଫର ରହିଛି। ଏଥିରେ କୌଣସି ଲୁକ୍କାୟିତ ଫି, ସେଟଅପ ଫି କିମ୍ବା ବାର୍ଷିକ ମେଣ୍ଟେନାନ୍ସ ଫି ରହି ନଥାଏ।
ଏ ସମ୍ପର୍କରେ ଫ୍ଲାୱର ଔରା ଏବଂ ବ୍ୟାକିଙ୍ଗୋର ସହ-ପ୍ରତିଷ୍ଠାତା ସୁମନ ପାତ୍ର କହିଛନ୍ତି, ଇ-କମର୍ସ ବ୍ୟବସାୟ ଭାବେ ଏକ ଭରସାଯୋଗ୍ୟ ପେମେଣ୍ଟ ସହଯୋଗୀ ରହିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ ଏବଂ ସେମାନଙ୍କର ନୈତିକତା ଏବଂ ଅଭିଜ୍ଞତା କାରଣରୁ ଫୋନ୍‌ପେ ପେମେଣ୍ଟ ଗେଟୱେକୁ ଆମ ବିକାଶ ସହଯୋଗୀ ଭାବେ ପାଇ ଆମେ ଅତ୍ୟନ୍ତ ଆନନ୍ଦିତ। ସେହିଭଳି ନିଶ୍ଚୟ ଏଜିର ସହ-ପ୍ରତିଷ୍ଠାତା ଏବଂ ସିଇଓ ଜାର ଶେୟାର କହିଛନ୍ତି, ଆମେ ଜାର୍‌ ଆରମ୍ଭ କରିବା ଦିନ ଠାରୁ ଆମେ ଫୋନ ପେକୁ ଏହାର ପହଞ୍ଚ ଓ ପ୍ରତିକ୍ରିୟାଶୀଳତା ପାଇଁ ଆମର ପେମେଣ୍ଟ ପାର୍ଟନର କରିବା ପାଇଁ ସ୍ପଷ୍ଟ ଥିଲୁ। ଫୋନ ପେର ବିଶାଳ ବିତରଣ ନେଟୱର୍କ ଏହାକୁ ଆମ ପାଇଁ ଅଧିକ ସହଜ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri