ଦିନରେ ଅଧିକ ନିଦ ଲାଗିଲେ..

ଦିନତମାମ ଆମେ ନିଜକୁ ବିଭିନ୍ନ କାମରେ ବ୍ୟସ୍ତ ରଖିଥାଉ। ତେଣୁ ସେହି ଅନୁସାରେ ରାତିରେ ଆବଶ୍ୟକ ପରିମାଣର ଶୋଇବା ନିହାତି ଦରକାର। ନ ହେଲେ ଆମେ କେତେକ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବାର ଆଶଙ୍କା ରହିଛି। ତେବେ ଏପରି କେତେକ ବ୍ୟକ୍ତି ଅଛନ୍ତି, ଯେଉଁମାନେ ଦିନରେ ଅଧିକ ଶୋଇଥାଆନ୍ତି। ଅନେକ ସମୟରେ ସେମାନଙ୍କୁ ନିଦୁଆ ଲାଗିଥାଏ। ତେବେ ଏପରି ସମସ୍ୟା ଦୀର୍ଘ ମାସ ଧରି ଲାଗି ରହିଲେ ତାହାକୁ ଏକ ରୋଗର ଲକ୍ଷଣ ଭାବରେ ନିଆଯାଇଥାଏ ବୋଲି ସତର୍କ କରାଇ ଦେଇଛନ୍ତି ୟୁନିଭର୍ସିଟି ଅଫ୍‌ ଓ୍ବାଶିଂଟନର ବିଶେଷଜ୍ଞମାନେ। ‘ଦିନରେ ଅଧିକ ନିଦ ଲାଗିବା ଏବଂ ଆଲଜିମର୍ସ ସମସ୍ୟା’ ଶୀର୍ଷକ ବିଷୟକୁ ନେଇ ଏମାନେ ଏକ ସର୍ଭେ କରିଥିଲେ। ଏଥିରୁ ସେମାନେ ଜାଣିପାରିଲେ ଯେ, ଯେଉଁମାନେ ଦିନରେ ଅଧିକ ସମୟ ଶୁଅନ୍ତି ସେମାନେ ଭବିଷ୍ୟତରେ ଆଲଜିମର୍ସ ପରି ସମସ୍ୟାର ସମ୍ମୁଖୀନ ହେବାର ଆଶଙ୍କା ରହିଛି। ସର୍ଭେ ପରିସରଭୁକ୍ତ ପ୍ରାୟ ୩୦ ପ୍ରତିଶତ ବ୍ୟକ୍ତିଙ୍କଠାରେ ଏପରି ଲକ୍ଷଣ ସେମାନେ ଦେଖିବାକୁ ପାଇଥିଲେ। ଯଦି ଆପଣ ଏଭଳି ସମସ୍ୟାର ସମ୍ମୁଖୀନ ହେଉଛନ୍ତି ତେବେ ବିଳମ୍ବ ନ କରି ଡାକ୍ତରଙ୍କ ସହ ଆଲୋଚୋନା କରନ୍ତୁ ବୋଲି ସେମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri