ଆମେରିକାରେ ୧.୪ କୋଟିରୁ ଅଧିକ ଶିଶୁ କରୋନା ଆକ୍ରାନ୍ତ…

ଓ୍ବାଶିଂଟନ, ୨୬।୭ : ମହାମାରୀ ଆରମ୍ଭରୁ, ଆମେରିକାର ୧.୪ କୋଟିରୁ ଅଧିକ ଶିଶୁ କରୋନା ମହାମାରୀରେ ଆକ୍ରାନ୍ତ ହୋଇଛନ୍ତି। ଆମେରିକୀୟ ଏକାଡେମୀ ଅଫ ପେଡିଆଟ୍ରିକ୍ସ (ଏଏପି) ଏବଂ ଶିଶୁ ହସ୍ପିଟାଲ ଆସୋସିଏଶନ ଦ୍ୱାରା ପ୍ରକାଶିତ ହୋଇଥିବା ସଦ୍ୟତମ ରିପୋର୍ଟରେ ଏହି ସୂଚନା ଦିଆଯାଇଛି।

ରିପୋର୍ଟ ଅନୁଯାୟୀ, ଜୁଲାଇ ୨୧ ଶେଷ ସପ୍ତାହରେ ୯୨ ହଜାରରୁ ଅଧିକ ଶିଶୁ କରୋନାରେ ଆକ୍ରାନ୍ତ ହୋଇଥିବା ପଞ୍ଜିକୃତ ହୋଇଛି। ଏହା ରିପୋର୍ଟର କ୍ରମାଗତ ଦ୍ୱିତୀୟ ସାପ୍ତାହିକ ବୃଦ୍ଧି ଗତ ଚାରି ସପ୍ତାହ ମଧ୍ୟରେ ୩ଚ ଲକ୍ଷ ୧୧ ହଜାରରୁ ଅଧିକ ଶିଶୁ କରୋନା ଆକ୍ରାନ୍ତଙ୍କ ତାଲିକାରେ ପଞ୍ଜିକୃତ ହୋଇଛନ୍ତି।

୨୦୨୨ରେ ପ୍ରାୟ ୬୧ ଲକ୍ଷ ନୂଆ ଶିଶୁ ଆକ୍ରାନ୍ତଙ୍କ ରିପୋର୍ଟ ମାମଲା ଯୋଡି ହୋଇଛନ୍ତି ବୋଲି ଶିହ୍ନୁଆ ନ୍ୟୁଜ ଏଜେନ୍ସି ରିପୋର୍ଟ କରିଛି। ସଂକ୍ରମଣର ଗମ୍ଭୀରତାକୁ ଆକଳନ କରିବା ସହିତ ନୂତନ ଫର୍ମ ସହ ଜଡିତ ସମ୍ଭାବ୍ୟ ଦୀର୍ଘମିଆଦି ପ୍ରଭାବକୁ ଆକଳନ କରିବା ପାଇଁ ଅଧିକ ଦୀର୍ଘକାଳୀନ ତଥ୍ୟ ସଂଗ୍ରହ କରିବାର ଜରୁରୀ ଆବଶ୍ୟକତା ରହିଛି ବୋଲି ଏଏପି କହିଛି।

ଶିଶୁଙ୍କ ସ୍ବାସ୍ଥ୍ୟ ଉପରେ କରୋନା ମହାମାରୀର ତୁରନ୍ତ ପ୍ରଭାବ ପଡିଥାଏ। କିନ୍ତୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଶିଶୁ ଏବଂ ଯୁବବର୍ଗମାନଙ୍କ ଶାରୀରିକ, ମାନସିକ ଏବଂ ସାମାଜିକ ସୁସ୍ଥତା ଉପରେ ଦୀର୍ଘମିଆଦି ପ୍ରଭାବକୁ ଚିହ୍ନିବା ଏବଂ ସମାଧାନ କରିବା ଆବଶ୍ୟକତା ଜରୁରୀ ବୋଲି ଏଏପି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri