୧ କୋଟି ୬୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ଭାକ୍ସିନ୍‌ ନେବାରୁ ବଞ୍ଚିତ…

ନୂଆଦିଲ୍ଲୀ,୨୪।୮: ଭାରତରେ ୧ କୋଟି ୬୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ଭାକ୍ସିନ୍‌ ନେବାରୁ ବଞ୍ଚିତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧ କୋଟିରୁ ଅଧିକ ବରିଷ୍ଠ ନାଗରିକ ରହିଛନ୍ତି। କରୋନା ଭାକ୍ସିନ୍‌ର ପ୍ରଥମ ଡୋଜ୍‌ ନେବାର ୧୬ ସପ୍ତାହ ପରେ ଏହି ଲୋକମାନେ ଦ୍ୱିତୀୟ ଡୋଜ୍‌ ନେଇ ପାରି ନାହାନ୍ତି। ଦ୍ୱିତୀୟ ଡୋଜ୍‌ ହରାଇ ଥିବା ଲୋକଙ୍କ ମଧ୍ୟରେ ବରିଷ୍ଠ ନାଗରିକଙ୍କ ସମେତ ଫ୍ରଣ୍ଟଲାଇନ କର୍ମଚାରୀ ଏବଂ ୪୫ ବର୍ଷରୁ ଅଧିକ ବୟସ୍କ ରହିଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ହୋଇଥିବା ରିପୋର୍ଟରୁ ଏହା ଜଣାପଡ଼ିଛି।
ମେ ୨ ପୂର୍ବରୁ କୋଭିଶିଲ୍ଡ ଭାକ୍ସିନ୍‌ର ୨ ଡୋଜ୍‌ ନେବା ମଧ୍ୟରେ ସମୟ ବ୍ୟବଧାନ ୧୬ ସପ୍ତାହ ନ ଥିଲା। ପରେ ମେ ୧୩ରେ ସରକାରଙ୍କ ପକ୍ଷରୁ କୋଭିଶିଲ୍ଡ୍‌ ଭାକ୍ସିନ୍‌ର ୨ ଡୋଜ୍‌ ମଧ୍ୟରେ ସମୟ ସୀମାକୁ ୧୨ରୁ ୧୬ ସପ୍ତାହକୁ ବୃଦ୍ଧି କରାଯାଇଥିଲା। ଯାହାଦ୍ୱାରା ଟିକାକରଣ ସଂଖ୍ୟା ୮୫ ପ୍ରତିଶତ ଛୁଇଁପାରିବ ବୋଲି ଆକଳନ କରାଯାଇଥିଲା। ଅପରପକ୍ଷରେ କୋଭାକ୍ସିନ୍‌ ପାଇଁ ଏହି ସମୟ ସୀମା ୪ରୁ ୬ ସପ୍ତାହ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୧୨୯ ହିତାଧିକାରୀଙ୍କୁ ୫୧.୩୬ କୋଟି ଟଙ୍କା ଋଣ ମଞ୍ଜୁର

କୋରାପୁଟ,୧୫ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରଠାରେ ବୁଧବାର ଆୟୋଜିତ ମେଗା କ୍ରେଡିଟ୍‌ ଆଉଟ୍‌ରିଚ୍‌ କାର୍ଯ୍ୟକ୍ରମରେ ୧୧୨୯ ଜଣ ହିତାଧିକାରୀଙ୍କ ପାଇଁ ୫୧.୩୬ କୋଟି ଟଙ୍କାର…

ଆପଣଙ୍କ ଘରକୁ ଆସୁନି ତ ଅପମିଶ୍ରିତ କ୍ଷୀର? ଏହି ସହଜ ଘରୋଇ ଉପାୟରେ କରନ୍ତୁ ଯାଞ୍ଚ

କ୍ଷୀର ଆମ ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ବିଶେଷ କରି ପିଲାମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ହାଡ଼ର ମଜଭୁତ ଏବଂ ଶାରୀରିକ ବିକାଶ ପାଇଁ କ୍ଷୀରକୁ ଅତ୍ୟନ୍ତ…

ଅଗଷ୍ଟ ୨୮ରେ ରିଲିଜ ହେବନାହିଁ Shraddha Kapoorଙ୍କର ‘ଇଥା’!

ମୁମ୍ବାଇ: ବଲିଉଡର ଅଭିନେତ୍ରୀ ଶ୍ରଦ୍ଧା କପୁର ଏବେ ନିଜର ଆଗାମୀ ଫିଲ୍ମ ‘ଇଥା’କୁ ନେଇ ଚର୍ଚ୍ଚାରେ। ନିକଟରେ ରିଲିଜ ହୋଇଥିବା ଫିଲ୍ମର ଟିଜର ସୋସିଆଲ ମିଡିଆରେ ବେଶ…

କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ଶେଷ: ବିଧାୟକ-ଉପଜିଲାପାଳ ପହଞ୍ଚି କଲେ ସମୀକ୍ଷା

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ସରିଛି। ଗୁରୁବାର ନିର୍ଦ୍ଧାରିତ ସମୟରେ ରଥାଯାତ୍ରା କାର୍ଯ୍ୟକ୍ରମ ହେବ। ଏହାପୂର୍ବରୁ ମନ୍ଦିର କମିଟି କର୍ମକର୍ତ୍ତା…

ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ନିର୍ଦ୍ଧୁମ ପିଟିଲେ ଶିକ୍ଷକ, ଅଭିଯୋଗ ପରେ ନିଲମ୍ବିତ

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିଥିବା ଅଭିଯୋଗ ନେଇ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଶିକ୍ଷା ଅଧିକାରୀ ଉମରସିଂ ନାଏକ ସମ୍ପୃକ୍ତ ଶିକ୍ଷକଙ୍କୁ…

କାମ ସାରି ଘରକୁ ଫେରୁଥିଲେ ଯୁବକ, ବାଟରେ ଧକ୍କାଦେଲା ଅଜଣାଗାଡ଼ି, ଘରେ ପହଞ୍ଚିବା ପୂର୍ବରୁ…

ଭଞ୍ଜନଗୀ,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କ୍ଷତ୍ରୀୟବରପୁର ନିକଟରେ ବୁଧବାର ଅପରାହ୍ନରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବାଇକ୍‌ ଚାଳକ ସାଗର ବିଷୋୟୀଙ୍କ…

ଦୁର୍ଗମ ଗାଁରେ ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଲେ ଏମ୍‌ପି, କହିଲେ ଗୋଟିଏ ବର୍ଷ ମଧ୍ୟରେ…

ଦାରିଙ୍ଗବାଡ଼ି,୧୫ା୭(ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ବୁଧବାର ପ୍ରଥମଦିନ…

ଜଙ୍ଗଲ ଉପରେ ଚାଲିଲା ବୁଲ୍‌ଡୋଜର, ସାମ୍ନାରେ ପାଚେରୀ ଭଳି ଠିଆ ହେଲା ଗଜରାଜ; ଭିଡିଓ ଦେଖିଲେ…

ସୋସିଆଲ ମିଡିଆ ଦୁନିଆରେ ପ୍ରତିଦିନ ଏମିତି କିଛି ଭିଡିଓ ସାମ୍ନାକୁ ଆସେ, ଯାହା ମଣିଷକୁ ଚିନ୍ତା କରିବାକୁ ବାଧ୍ୟ କରିଦିଏ। କିଛି ଭିଡିଓ ଆଶ୍ଚର୍ଯ୍ୟଜନକ ହୋଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri