ଆମେରିକାରେ ପୁଣି ବଢିଲା କରୋନା ସଂକ୍ରମଣ: ୪ ସପ୍ତାହରେ ୧ଲକ୍ଷ ୩୦ ହଜାର ଶିଶୁ ସଂକ୍ରମିତ

ୱାଶିଂଟନ,୨୨ ।୨: ସାରା ବିଶ୍ୱରେ କମ୍ ହେଲେ ବି କରୋନା ସଂକ୍ରମଣ ଏବେ ଜାରି ରହିଛି । ଭାରତ ସମେତ ଅନେକ ଦେଶ କରୋନା କଟକଣାକୁ ହଟାଇ ଦେଇଛନ୍ତି । ହେଲେ ଏହାକୁ ରୋକିବାକୁ ସରକାର ସମସ୍ତ ପଦକ୍ଷେପ ନେଉଛନ୍ତି । ଏହାରି ଭିତରେ ଆମେରିକାରୁ ଆସିଥିବା ଖବର ସମସ୍ତଙ୍କ ଚିନ୍ତା ବଢାଇ ଦେଇଛି । ଆମେରିକାରେ କରୋନାର ନୂଆ ଭାରିଏଣ୍ଟ ଦ୍ୱାରା ଶିଶୁମାନେ ଶୀଘ୍ର ସଂକ୍ରମିତ ହେଉଛନ୍ତି ।
ଏକ ଆମେରିକୀୟ ରିପୋର୍ଟ ଅନୁଯାୟୀ, ଗତ ୪ ସପ୍ତାହ ମଧ୍ୟରେ ଆମେରିକାରେ ୧ ଲକ୍ଷ ୩୦ ହଜାର ଶିଶୁ କରୋନାରେ ସଂକ୍ରମିତ ହୋଇଛନ୍ତି । ଆଗକୁ ଏହି ସଂକ୍ରମଣ ବଢିବାର ଆଶଙ୍କା କରାଯାଉଛି । ସୂଚନାଯୋଗ୍ୟ, ଆମେରିକାରେ ବୟସ୍କଙ୍କ ସହ ଶିଶୁମାନଙ୍କୁ ବି କରୋନା ଟିକା ଦିଆଯାଇଛି । ଏହାପରେ ବି ଏଠାରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି । ସୂଚନା ମୁତାବକ କୋଭିଡ-୧୯ ସଂକ୍ରମଣ ପରେ ଦେଶରେ ପ୍ରାୟ ୧.୫୩ କୋଟି ଶିଶୁଙ୍କର ରିପୋର୍ଟ ପଜିଟିଭ ଆସିଛି । ରିପୋର୍ଟ ଅନୁଯାୟୀ, ପ୍ରାୟ ୮୦ ପ୍ରତିଶତ ଆମେରିକୀୟ ଯେଉଁମାନଙ୍କ୍‌ୁ ପୂର୍ବରୁ କୋଭିଡ ହୋଇସାରିଛି ସେମାନେ ପୁଣିଥରେ ଏହି ନୂଆ ଭାରିଏଣ୍ଟ ଦ୍ୱାରା ସ ଂକ୍ରମିତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ବ୍ୟାଗରେ ଆଣୁଥିଲେ ୪ କୋଟିର ଗଞ୍ଜେଇ, ଭୁବନେଶ୍ବର ବିମାନ ବନ୍ଦରରେ ଜବତ କଲା କଷ୍ଟମ୍ ବିଭାଗ

ଭୁବନେଶ୍ବର,୩୦।୧୨:  ଭୁବନେଶ୍ବରରୁ ବିମାନ ବନ୍ଦରରୁ ଜବତ ହେଲା ଗଞ୍ଜେଇ । ୪ କୋଟିର ଗଞ୍ଜେଇ ଜବତ । ଜଣେ ଯାତ୍ରୀଙ୍କ ବ୍ୟାଗରୁ ଏହି ଗଞ୍ଜେଇ ଜବତ...

କେତେ ସମ୍ପତ୍ତି ଛାଡି ଦେଇ ଗଲେ ଖାଲେଦା ଜିଆ, ଜାଣନ୍ତୁ ତାଙ୍କର ନେଟ୍‌ ଓ୍ବର୍ଥ

ଢାକା,୩୦।୧୨: ବାଂଲାଦେଶୀ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ, ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ଖାଲେଦା ଜିଆଙ୍କ ମୃତ୍ୟୁ ପରେ, ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri