ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ ବର୍ତ୍ତମାନ ଜଳଭଣ୍ଡାରକୁ ୧ ଲକ୍ଷ ଘନଫୁଟରୁ ଊଦ୍ଧର୍‌ବ ବନ୍ୟାଜଳ ପ୍ରବେଶ କରୁଥିବା ସତ୍ତ୍ବେ ଗୁରୁବାର ବାମ ପାର୍ଶ୍ୱର ୩ଟି ଓ ଦକ୍ଷିଣପାର୍ଶରଗୋଟିଏ ମିଶି ମୋଟ୍‌ ୪ଟି ସ୍ଲୁଇସ୍‌ ଗେଟକୁ ବନ୍ଦ କରାଯାଇଛି। ଫଳରେ ଜଳଭଣ୍ଡାରର ଜଳସ୍ତର ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ପୂର୍ବାହ୍ନ ସାଢ଼େ ୯ଟା ସମୟରେ ପ୍ରାପ୍ତ ସୂଚନା ଜଳଭଣ୍ଡାରର ଜଳସ୍ତର ୬୧୪.୬୨ ଫୁଟକୁ ବୃଦ୍ଧି ପାଇଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୩୩ ହଜାର ୯୫୬ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି।

ଅପରପକ୍ଷରେ ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୬୪,୯୮୪ ଘନଫୁଟ ନିଷ୍କାସିତ ହେଉଛି। ସେଥିମଧ୍ୟରୁ ୨ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ୩୦,୪୮୪ ଘନଫୁଟ ଏବଂ ବିଭିନ୍ନ କେନାଲ, ପାଓ୍ବାର ଚ୍ୟାନେଲ ଓ ଶିଳ୍ପଭିତ୍ତିକ ବ୍ୟବହାର ମାଧ୍ୟମରେ ମୋଟ୍‌ ୩୪,୫୦୦ ଘନଫୁଟ ଜଳ ନିଷ୍କାସିତ ହେଉଛି। ହୀରାକୁଦ ଜଳଭଣ୍ଡାର ନିୟନ୍ତ୍ରଣ କକ୍ଷରୁ ପ୍ରାପ୍ତ ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ୦.୫୩ ମି.ମି ଓ ତଳ ମୁଣ୍ଡରେ ୪.୨୪ ମି.ମି. ବର୍ଷା ରେକର୍ଡ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ: ଗ୍ରାମସଭାରେ ଅଧିକାର ପାଇଁ ଉଠିଲା ଦାବି

କର୍ଲାମୁଣ୍ଡା,୨୮।୯(ପ୍ରଦୀପ କୁମାର ସାହୁ): ଦିବ୍ୟାଙ୍ଗ ଜନ ଅଧିକାର ଆଇନ, ୨୦୧୬ ପ୍ରଣୟନର ଦଶ ବର୍ଷ ପୂର୍ତ୍ତି ହୋଇଥିଲେ ମଧ୍ୟ ଗ୍ରାମସଭାଗୁଡ଼ିକରେ ଦିବ୍ୟାଙ୍ଗଜନଙ୍କ ଅଧିକାର ଓ ସରକାରୀ ସୁବିଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?