ସମ୍ବଲପୁରରେ ପୋଲିସ ଉପରକୁ ପଥରମାଡ଼, ୧୦ରୁ ଊର୍ଦ୍ଧ୍ୱ ଆହତ

ସମ୍ବଲପୁର,୧୨ା୪(ବ୍ୟୁରୋ): ସମ୍ବଲପୁରର ଧନୁପାଲି ଛକରେ ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ୍‌ ରାଲିରେ ପଥର ମାଡ଼ ହୋଇଛି। ଅନ୍ୟଏକ ଗୋଷ୍ଠୀର ପଥର ମାଡ଼ରେ ୧୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଧନୁପାଲ୍ଲୀ ଥାନା ଓ ଟାଉନ ଥାନା ଆଇଆଇସି ଆହତ ହୋଇଛନ୍ତି । ସେମାନଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ଉଭୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

କିଛି ଲୋକଙ୍କୁ ମଧ୍ୟ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଅଟୋ ଏବଂ କାର୍‌କୁ ଉତ୍ତେଜନାକାରୀମାନେ ଭାଙ୍ଗି ଦେଇଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗିରହିଥିବା ବେଳେ ସମ୍ବଲପୁର ସହରର ମତିଜୀରା ମସଜିଦ୍‌ ନିକଟରେ ୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri