ରୁଷିଆ ଆକ୍ରମଣରେ ୧୪୧୭ରୁ ଅଧିକ ସାଧାରଣ ନାଗରିକଙ୍କ ମୃତ୍ୟୁ

କ୍ୱିଭ୍‌,୪।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ୪୦ ଦିନ ପୂରିଛି। ରୁଷିଆ କ୍ରମାଗତ ଭାବରେ ୟୁକ୍ରେନ ଉପରେ ଆକ୍ରମଣ କରୁଛି। ଏହି କାରଣରୁ ଏଠାରେ ଅନେକ କ୍ଷତି ହୋଇଛି। ଏଥିସହିତ ୟୁକ୍ରେନ ଦ୍ୱାରା ମଧ୍ୟ ଏହି ଆକ୍ରମଣର ଜବାବ ଦିଆଯାଉଛି। ମିଳିତ ଜାତିସଂଘ ଅନୁଯାୟୀ, ଏ ପର୍ଯ୍ୟନ୍ତ ରୁଷିଆ ଆକ୍ରମଣରେ ୧୪୧୭ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ଏଥିସହ ୨୦୩୮ ଜଣ ଲୋକ ଆହତ ହୋଇଛନ୍ତି। ଏହି ସଂଖ୍ୟାରେ ମାରିଉପୋଲ ଏବଂ ଇରପିନ ସହରରେ ମୃତ୍ୟୁ ସାମିଲ ନାହିଁ। ଏହାକୁ ମିଶାଇଲେ ପ୍ରକୃତ ସଂଖ୍ୟା ବହୁତ ଅଧିକ ହୋଇପାରେ ବୋଲି ମିଳିତ ଜାତିସଂଘ କହିଛି।
ଗ୍ରାମୀ ପୁରସ୍କାର ବିତରଣ ସମାରୋହରେ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କର ଏକ ପୂର୍ବ-ରେକର୍ଡ ହୋଇଥିବା ଭିଡିଓ ପ୍ଲେ କରାଯାଇଥିଲ। ଏଥିରେ ସେ ୟୁକ୍ରେନକୁ ସାହାଯ୍ୟ ଏବଂ ସମର୍ଥନ ପାଇଁ ବିଶ୍ୱକୁ ନିବେଦନ କରିଥିଲେ। ଜେଲେନସ୍କି କହିଛନ୍ତି, ମାରିଉପୋଲରେ ପ୍ରାୟ ୧.୫ ଲକ୍ଷ ଲୋକ ଫସି ରହିଛନ୍ତି। ସେଠାକୁ ମାନବିକ ସହାୟତା ଦେବା କଷ୍ଟସାଧ୍ୟ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଇଓ୍ବାନ ଉପରେ ସାଇବର ଆକ୍ରମଣ କରିବାକୁ ଚାଇନାର ଷଡ଼ଯନ୍ତ୍ର…

ବେଜିଂ,୨।୧୧ : ଆମେରିକାର ଜଣେ ବରିଷ୍ଠ ଅଧିକାରୀ ତାଇୱାନକୁ ସତର୍କ ରହିବାକୁ ଚେତାବନୀ ଦେଇଛନ୍ତି। ସେକହିଛନ୍ତି ଯେ ଚାଇନା ସେନା ତାଇୱାନ ଉପରେ ଯେ କୌଣସି...

ପୁଣି ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ତୀବ୍ରତା ୫.୭

ଆଙ୍କାରା,୨୭।୨: ପଶ୍ଚିମ ଏସୀୟ ଦେଶ ତୁର୍କୀରେ ପୁଣି ଥରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ସୋମବାର ସାରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୭...

ଭାରତୀୟ ବଂଶୋଦ୍ଭବ ଅଞ୍ଜଳିଙ୍କୁ ମଳିଲା ଗୁରୁଦାୟିତ୍ୱ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଭାରତୀୟ ବଂଶୋଦ୍ଭବ ଆଇନ ବିଶେଷଜ୍ଞ ଅଞ୍ଜଳି ଚତୁର୍ବେଦୀଙ୍କୁ ବରିଷ୍ଠ ବ୍ୟାପାର ବିଭାଗ ଜେନେରାଲ କାଉନ୍‌ସଲ୍‌ ଭାବେ ମନୋନୀତ କରିଛନ୍ତି।...

ସୁଦାନରେ ସେନା ବିଦ୍ରୋହ ଉଦ୍ୟମ

ଖାରତୁମ୍‌, ୨୨ା୯: ଉତ୍ତର-ପୂର୍ବ ଆଫ୍ରିକୀୟ ଦେଶ ସୁଦାନରେ ସରକାରକୁ କ୍ଷମତାଚ୍ୟୁତ କରି ଶାସନ ନିଜ ହାତକୁ ନେବାକୁ ସେନାର ଏକ ଗୋଷ୍ଠୀ ମଙ୍ଗଳବାର ଉଦ୍ୟମ କରିଛନ୍ତି।...

କଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷର ମଧ୍ୟସ୍ଥତା ଦାବି କଲା ପାକିସ୍ତାନ…

ଇସଲାମାବାଦ,୧୪।୧ : ଭାରତ ସହ ବିବାଦୀୟ ସମସ୍ୟାର ସମାଧାନ ପାଇଁ ପାକିସ୍ତାନ ପୁଣି ତୃତୀୟ ପକ୍ଷର ମଧ୍ୟସ୍ଥତା ପାଇଁ ଯୋଜନା କରିଛି। ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟର...

ଉନ୍ନତ ଟିକା ବ୍ୟବହାର କରିବାକୁ ଚାହୁଁନାହାନ୍ତି ଜିନ୍‌ପିଙ୍ଗ୍‌: ଆମେରିକା

ଓ୍ବାଶିଂଟନ,୪ା୧୨: ଆମେରିକାର ନ୍ୟାଶନାଲ ଇଣ୍ଟେଲିଜେନ୍ସର ନିର୍ଦ୍ଦେଶକ ଏଭ୍‌ରିଲ୍‌ ହେନ୍ସ କହିଛନ୍ତି, ଯଦିଓ ନିକଟରେ ହୋଇଥିବା ବିରୋଧ କମ୍ୟୁନିଷ୍ଟ ଦଳର ଶାସନକୁ ବିପଦରେ ପକାଉ ନାହିଁ, ତଥାପି...

ପୁଣି କରୋନା ସଂକ୍ରମଣ ବୃଦ୍ଧିର ୩ କାରଣ…

ଜେନେଭା, ୧୯।୩ : ପୃଥିବୀରେ ବିଭିନ୍ନ ଦେଶରେୀ ପୁଣି କରୋନା ମହାମାରୀ ସଂକ୍ରମଣ ବଢ଼ିିବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ବୃଦ୍ଧି ପାଇବା ଲାଗି ୩ ଟି...

ବ୍ୟାଙ୍କିଙ୍ଗ୍‌ ସଙ୍କଟ ପ୍ରଶ୍ନ ଶୁଣି ଖବରଦାତା ସମ୍ମିଳନୀ ଅଧାରୁ ପଳାଇଗଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୧୪।୩: ବ୍ୟାଙ୍କ୍‌ ବୁଡିଯିବା ପ୍ରଶ୍ନ ଶୁଣି ଖବରଦାତା ସମ୍ମିଳନୀ ଅଧାରୁ ପଳାଇଗଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌। ଏହାର ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ...

Advertisement
Archives

Model This Week