Posted inରାଜ୍ୟ

ବିନା ମାସ୍କରେ ପରୀକ୍ଷା ଦେଇପାରିବେ ନାହିଁ

ଭୁବନେଶ୍ୱର,୧୭।୭: ଆସନ୍ତା ୩୦ରୁ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍‌ ଅଫ୍‌ଲାଇନ ପରୀକ୍ଷା ହେବ। ବିନା ମାସ୍କରେ ଛାତ୍ରୀଛାତ୍ର ପରୀକ୍ଷା ଦେଇପାରିବେ ନାହିଁ। ଶୁକ୍ରବାର ଏଭଳିି ଚେତାବନୀ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ। ସମ୍ପୂର୍ଣ୍ଣ କୋଭିଡ୍‌ ଗାଇଡଲାଇନ୍‌ରେ ପରୀକ୍ଷା ହେବ। ଅଗଷ୍ଟ ୧୦ରୁ ୧୫ ମଧ୍ୟରେ ପରୀକ୍ଷା ଖାତା ମୂଲ୍ୟାୟନ ହେବ। ଅଗଷ୍ଟ ୨୨ ମଧ୍ୟରେ ରେଜଲ୍ଟ ପ୍ରକାଶ ପାଇବ।

ଚଳିତବର୍ଷ କରୋନା ଯୋଗୁ ବିନା ପରୀକ୍ଷାରେ ପ୍ରକାଶ ପାଇଥିଲା ମାଟ୍ରିକ୍‌ ରେଜଲ୍ଟ। କିନ୍ତୁ ମୂଲ୍ୟାୟନକୁ ନେଇ ଅସନ୍ତୁଷ୍ଟ ଥିଲେ କିଛି ଛାତ୍ରୀଛାତ୍ର। ସେମାନଙ୍କ ପାଇଁ ବୋର୍ଡ ପକ୍ଷରୁ ସ୍ବତନ୍ତ୍ର ଅଫ୍‌ଲାଇନ ମାଟ୍ରିକ ପରୀକ୍ଷାର ବ୍ୟବସ୍ଥା ହୋଇଛି। ଅଫ୍‌ଲାଇନ୍‌ ପରୀକ୍ଷା ପାଇଁ ୧୫,୧୧୫ ଜଣ ଛାତ୍ରୀଛାତ୍ର ଫର୍ମ ପୂରଣ କରିଛନ୍ତି। ଗଞ୍ଜାମରୁ ସର୍ବାଧିକ ୧,୩୧୫ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ଅସଲ ଖେଳ: ମମତାଙ୍କ ଦଳରେ ଲାଗିଥିବା ନିଆଁ ସଂସଦରେ ବଦଳାଇଦେବ ସମୀକରଣ, ଖୁସିରେ ଗଦ୍‌ଗଦ୍‌ ହେଲା ଭାଜପା

ନୂଆଦିଲ୍ଲୀ, ୪।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ଦମନମୂଳକ ପରାଜୟ ପରେ, ତୃଣମୂଳ କଂଗ୍ରେସ (TMC) ଭିତରେ ଅସନ୍ତୋଷ ପତନ ଦ୍ୱାରରେ ପହଞ୍ଚିଛି। ଟିଏମସି ଭିତରେ…

ଫସିଗଲେ ମମତା, ଦଳରେ ବିଦ୍ରୋହ ଭିତରେ ଋତବ୍ରତ ପୁଣି ଖେଲିଲେ ବଡ଼ ଗେମ୍‌, ଆଗକୁ…

କୋଲକାତା,୪।୬: ବଙ୍ଗାଳ ବିଧାନସଭା ନିର୍ୱାଚନରେ ପରାଜୟ ପରେ ଟିଏମସି (TMC) ଏବେ ତା’ର ସବୁଠାରୁ ବଡ଼ ଆଭ୍ୟନ୍ତରୀଣ ସଙ୍କଟ ଦେଇ ଗତି କରୁଛି। ପ୍ରଥମ ଥର ପାଇଁ…

ଆଜି କେରଳ ଛୁଇଁବ ମୌସୁମୀ: ୧୦ ଘଣ୍ଟା ପରେ ଭୟଙ୍କର… IMD ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୪।୬: IMD ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନଅ ଦିନ ବିଳମ୍ବରେ ଜୁନ ୪ ତାରିଖରେ କେରଳରେ ପ୍ରବେଶ କରିବ। ବର୍ତ୍ତମାନଠାରୁ ପ୍ରାୟ ୧୦ ଘଣ୍ଟା…

ଜମିରେ ଜୈବିକ ପଦ୍ଧତିରେ ଖତସାର ପ୍ରୟୋଗ ଜରୁରୀ, ଉର୍ବରତା ବଢ଼ିବା ସହ…

ମହାକାଳପଡ଼ା,୪ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କୃଷି ଓ କୃଷକର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟାପକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କୃଷି ପ୍ରଣାଳୀ ଉପରେ…

ଆଫଗାନିସ୍ତାନ ବିପକ୍ଷ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ ଶକ୍ତ ଝଟ୍‌କା: କୋହଲି ବିଦା

ନୂଆଦିଲ୍ଲୀ,୪।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସିରିଜ ଆରମ୍ଭ ହେବାକୁ ଯାଉଛି। ପ୍ରଥମେ ଜୁନ ୬ରୁ ଏକ ଟେଷ୍ଟ ମ୍ୟାଚ ଖେଳାଯିବ। ଏହା ପରେ ଜୁନ ୧୩ରୁ…

ଓଡ଼ିଶା ମୁହାଁ ‘ସୁପର ଏଲ୍‌ ନିନୋ’, ରାଜ୍ୟରେ ପଡିବ ମରୁଡ଼ି! ଜାଣନ୍ତୁ କ’ଣ କହିଲା ପାଣିପାଗ ବିଭାଗ

ଭୁବନେଶ୍ୱର,୪।୬: ଓଡ଼ିଶାର ପାଣିପାଗକୁ ନେଇ ଆସିଛି ଏକ ଚିନ୍ତାଜନକ ଖବର। ଚଳିତ ବର୍ଷ ପ୍ରଶାନ୍ତ ମହାସାଗରରେ ସୃଷ୍ଟି ହେଉଥିବା ‘ସୁପର ଏଲ ନିନୋ’ (Super El Ni୦o)…

ଶ୍ୱଶୁରଘର ଗାଁ ଚାଷଜମିରେ ଜ୍ୱାଇଁଙ୍କ ମୃତଦେହ, ଅଭିଯୋଗ ଆଣି ମୃତକଙ୍କ ମା’ କହିଲେ ବୋହୂ ତାଙ୍କ…

ଆଳି,୪ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନାଟରା ଗ୍ରାମର ବାବନ ସେଠୀ(୪୫)ଙ୍କ ମୃତଦେହ ତାଙ୍କ ଶ୍ୱଶୁରଘର ମାନପୁର ଗାଁ ଚାଷଜମିରୁ ଜବତ କରାଯାଇଛି। ତାଙ୍କୁ…

ଶଗଡ଼କୁ ଧକ୍କା ଦେଲା ହାଇଓ୍ବା: ଚାଲିଗଲା ୨ ସାଙ୍ଗଙ୍କ ଜୀବନ, କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ

ଦିଗପହଣ୍ଡି,୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଇକ ଜଗନ୍ନାଥପୁର-ପ୍ରତାପଗିରି ଗ୍ରାମ ଛକ ପୋଖରୀ ନିକଟ ବୁଲାଣି ରାସ୍ତାରେ ଦ୍ରୁତଗତିରେ ଯାଉଥିବା ବାଲି ବୋଝେଇ ହାଇୱା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri