Posted inଜାତୀୟ

ଭାରତୀୟ ନାଗରିକତ୍ୱ ଛାଡ଼ିଛନ୍ତି ୧୬ ଲକ୍ଷରୁ ଊର୍ଦ୍ଧ୍ୱ

ନୂଆଦିଲ୍ଲୀ, ୧୦।୨:୨୦୧୧ ପରଠାରୁ ଦେଶରେ ମୋଟ ୧୬,୬୩,୪୪୦ ଜଣ ଭାରତୀୟ ନାଗରିକତ୍ୱ ତ୍ୟାଗ କରିଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଗୁରୁବାର ରାଜ୍ୟ ସଭାରେ କହିଛନ୍ତି। ଗତବର୍ଷ ୨,୨୫,୬୨୦ ଜଣ ନାଗରିକତ୍ୱ ଛାଡ଼ିଛନ୍ତି। ୨୦୧୫ରେ ୧,୩୧,୪୮୯ ଜଣ ନାଗରିକତ୍ୱ ଛାଡ଼ିଥିବାବେଳେ ୨୦୧୬ରେ ୧,୪୧,୬୦୩ ଏବଂ ୨୦୧୭ରେ ୧,୩୩,୦୪୯ ଜଣ ନାଗରିକତ୍ୱ ଛାଡ଼ିଥିବା ଜୟଶଙ୍କର ସୂଚନା ଦେଇଛନ୍ତି। ରାଜ୍ୟ ସଭାରେ ଜୟଶଙ୍କର ଏକ ରିପୋର୍ଟ ଉପସ୍ଥାପନ କରିଛନ୍ତି, ଯେଉଁଥିରେ ଭାରତୀୟ ଗ୍ରହଣ କରିଥିବା ୧୩୫ ଦେଶର ନାଗରିକତ୍ୱର ନାମ ତାଲିକା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋଷ ଲୁଚାଇବାକୁ ଯାଇ ଅଭିଯୋଗ

ନୂଆଦିଲ୍ଲୀ, ୯ା୯: ଭାରତୀୟ ସେନା ବେଆଇନ ଭାବେ ବାସ୍ତବ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ର ପାଙ୍ଗୁଙ୍ଗଶୋକୁ ଅତିକ୍ରମ କରିଛି ବୋଲି ଚାଇନା ଗଣମାଧ୍ୟମରେ ପ୍ରକାଶିତ ଖବରକୁ ଭାରତ...

୩ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ...

କୌଣସି ବ୍ୟକ୍ତିଙ୍କ ନାମରେ ମିଳିିନି ଭୋଟ: ନୀତୀଶ

ନୂଆଦିଲ୍ଲୀ, ୧ା୬ : କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡ଼ିୟୁ ସାମିଲ ହୋଇ ନ ଥିବା ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଭାଜପାକୁ ଟାର୍ଗେଟ କରି ବିଷ...

ଗାଁକୁ ନାହିଁ ରାସ୍ତା: ଖଟରେ ବୁହା ହେଲେ ରୋଗୀ

ଅନୁପପୁର,୧୩।୮: ଗରିବ ଲୋକଙ୍କ ପାଇଁ ଓ ଗାଁଗୁଡ଼ିକୁ ବିକଶିତ କରିବା ଲାଗି ସରକାର ମାଳ ମାଳ ଯୋଜନା କରୁଛନ୍ତି। ଏନେଇ ଡିଣ୍ଡିମ ମଧ୍ୟ ପିଟୁଛନ୍ତି। ହେଲେ...

ଅଗଷ୍ଟ ୧୮ ଯାଏ ଜେଲରେ ରହିବେ ପାର୍ଥ-ଅର୍ପିତା

କୋଲକାତା,୫।୮: ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଏବଂ ଅଭିନେତ୍ରୀ ଅର୍ପିତା ମୁଖାର୍ଜୀଙ୍କୁ ଅଗଷ୍ଟ ୧୮ ଯାଏ ଅର୍ଥାତ ଆସନ୍ତା ୧୪ ଦିନ ଯାଏ ଜେଲରେ...

ପୁଣି ବଢ଼ିଲା ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

ଅଭିଷେକଙ୍କ ଘରେ ସିବିଆଇ

କୋଲକାତା,୨୧।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ତଥା ତୃଣମୂଳ କଂଗ୍ରେସ ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ଘରେ ସିବିଆଇ ଟିମ୍‌ ପହଞ୍ଚିଛନ୍ତି। କୋଇଲା ଚୋରାଚାଲାଣ ଘଟଣାର...

୧୨ ଭାଜପା ବିଧାୟକଙ୍କ ନିଲମ୍ବନ ଆଦେଶ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮।୧: ମହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କୁ ଏକ ବଡ଼ ଝଟ୍‌କା ଦେଇ ସୁପ୍ରିମକୋର୍ଟ ଶୁକ୍ରବାର ୧୨ ଜଣ ଭାଜପା ବିଧାୟକଙ୍କୁ ନିଲମ୍ବନ କରିବା ନିଷ୍ପତ୍ତିକୁ ରଦ୍ଦ କରିଛନ୍ତି।...

Advertisement
Archives

Model This Week