ବିଭିନ୍ନ ବ୍ରାଣ୍ଡର ୧୮୦ରୁ ଊର୍ଦ୍ଧ୍ୱ ବୋତଲ ବିଦେଶୀ ମଦ ଜବତ: ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି/ପାଟପୁର,୨୩।୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପାଟପୁର ପୋଲିସ ପୋଡ଼ାମାରି ଗ୍ରାମର ଅଜୟ ଗୌଡ଼ଙ୍କୁ ଶନିବାର କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।ଶୁକ୍ରବାର ରାତି ପ୍ରାୟ ସାଢେ ୮ ଟାରେ ପାଟପୁର ଥାନା ଏସ.ଆଇ ଶ୍ରୀନିବାସ ଦାସ, ଏଏସଆଇ ସୁଧୀର କୁମାର ନାୟକ ସଦଳବଳେ ଡେଙ୍ଗାଓସ୍ତା ତପ୍ତପାଣି, ପୋଡ଼ାମାରି ଇଲାକାରେ ରାତ୍ରୀକାଳୀନ ପାଟ୍ରୋଲିଂ କରୁଥିବା ବେଳେ ଖବରପାଇ ଅଭିଯୁକ୍ତଙ୍କ ନିକଟରୁ ବିଭିନ୍ନ ବ୍ରାଣ୍ଡର ୧୮୦ରୁ ଊଦ୍ଧର୍‌ବ ବୋତଲରେ ଥିବା ୬୭ ଲିଟର ବିଦେଶୀ ମଦ ଜବତ କରିଥିଲେ। ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଥାନା ମାମଲା ନଂ. ୫୦୬/୨୪ ଅନୁଯାୟୀ ଆଇଆଇସି ସବ୍ୟସାଚ୍ଚୀ ମଲ୍ଲ ତାଙ୍କ ନାଁ ରେ ମକଦ୍ଦମା ରୁଜୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri